କାଲି କଂଗ୍ରେସ ଛାଡ଼ିଥିଲେ, ଆଜି ବିଜେଡିରେ ମିଶିଲେ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପୁର ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ହୋଇଥିବା ପ୍ରଣୟ ସାହୁ ଗତକାଲି କଂଗ୍ରେସରୁ ଇସ୍ତଫା ଦେଇଥିବା ବେଳେ ଆଜି ବିଜେଡିରେ ସାମିଲ ହୋଇଛନ୍ତି। ନବୀନ ନିବାସରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ମିଶିଛନ୍ତି। ତାଙ୍କ ସହିତ ତାଙ୍କର କିଛି ସମର୍ଥକ ମଧ୍ୟ ବିଜେଡିରେ ମିଶିଛନ୍ତି। ଗତବର୍ଷ ଅନୁଷ୍ଠିତ ବିଜେପୁର ବିଧାନସଭା ଉପ-ନିର୍ବାଚନରେ ସେ କଂଗ୍ରେସ ତରଫରୁ ପ୍ରାର୍ଥୀ ହୋଇ ତୃତୀୟ ସ୍ଥାନରେ ରହିଥିଲେ। ତାଙ୍କୁ ମାତ୍ର ୧୦,୨୭୪ ଖଣ୍ଡ […]

pranay

pranay

Jitendra Garnayak
  • Published: Tuesday, 22 January 2019
  • Updated: 22 January 2019, 12:22 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପୁର ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ହୋଇଥିବା ପ୍ରଣୟ ସାହୁ ଗତକାଲି କଂଗ୍ରେସରୁ ଇସ୍ତଫା ଦେଇଥିବା ବେଳେ ଆଜି ବିଜେଡିରେ ସାମିଲ ହୋଇଛନ୍ତି।

ନବୀନ ନିବାସରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ମିଶିଛନ୍ତି। ତାଙ୍କ ସହିତ ତାଙ୍କର କିଛି ସମର୍ଥକ ମଧ୍ୟ ବିଜେଡିରେ ମିଶିଛନ୍ତି।

ଗତବର୍ଷ ଅନୁଷ୍ଠିତ ବିଜେପୁର ବିଧାନସଭା ଉପ-ନିର୍ବାଚନରେ ସେ କଂଗ୍ରେସ ତରଫରୁ ପ୍ରାର୍ଥୀ ହୋଇ ତୃତୀୟ ସ୍ଥାନରେ ରହିଥିଲେ। ତାଙ୍କୁ ମାତ୍ର ୧୦,୨୭୪ ଖଣ୍ଡ ଭୋଟ୍ ମିଳିଥିଲା। ଏହି ନିର୍ବାଚନରେ ବିଜେଡି ପ୍ରାର୍ଥୀ ରୀତା ସାହୁ ବିଜୟୀ ହୋଇଥିଲେ। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କୁ ୪୧ ହଜାରରୁ ଅଧିକ ଭୋଟ୍‌ରେ ହରାଇଥିଲେ।

ଗତକାଲି କଂଗ୍ରେସରୁ ଇସ୍ତଫା ଦେବା ପରେ ପ୍ରଣୟ କହିଥିଲେ, ଉପ-ନିର୍ବାଚନରେ ପରାଜୟର କାରଣ ଖୋଜିବାକୁ ସମୀକ୍ଷା କରିବାକୁ ଦଳୀୟ ନେତୃତ୍ୱଙ୍କୁ କହିଥିଲି। କିନ୍ତୁ ସମୀକ୍ଷା ହେଲା ନାହିଁ। କଂଗ୍ରେସ ପୁନର୍ବିନ୍ୟାସରେ ବି ମୋର କିଛି ଭୂମିକା ରହିଲାନି। ତେଣୁ ଇସ୍ତଫା ଦେଲି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story