ପୂର୍ବତନ ମନ୍ତ୍ରୀ ଭାଗବତ ମହାନ୍ତିଙ୍କର ପରଲୋକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୂର୍ବତନ ମନ୍ତ୍ରୀ ଭାଗବତ ପ୍ରସାଦ ମହାନ୍ତିଙ୍କର ପରଲୋକ ହୋଇଯାଇଛି। ୯୨ ବର୍ଷରେ ଭୁବନେଶ୍ୱର ସ୍ଥିତ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ କେନ୍ଦ୍ରାପଡ଼ା ବିଧାନସଭା ମଣ୍ଡଳୀରୁ ୩ ଥର ନିର୍ବାଚିତ ହୋଇଥିଲେ। ପଞ୍ଚମ ବିଧାନସଭାକୁ ସେ ପ୍ରଥମେ ପ୍ରଜା ସୋସିଆଲିଷ୍ଟ୍ ପାର୍ଟି ଟିକେଟ୍‌ରେ ନିର୍ବାଚିତ ହୋଇଥିଲେ। ଏହା ପରେ କଂଗ୍ରେସ ଟିକେଟ୍‌ରେ ନବମ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତା’ପରେ ଏକାଦଶ ବିଧାନସଭାକୁ ଭାରତୀୟ ଜାତୀୟ କଂଗ୍ରେସ ଟିକେଟ୍‌ରେ ନିର୍ବାଚିତ ହୋଇଥିଲେ।

bhagabat

bhagabat

Jitendra Garnayak
  • Published: Sunday, 08 December 2019
  • Updated: 08 December 2019, 07:47 AM IST

Sports

Latest News

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story