ex-mla
ଜଗତସିଂହପୁର (ଶଶାଙ୍କ ଶେଖର ପଣ୍ଡା): ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇଙ୍କ ପରଲୋକ ହୋଇଯାଇଛି।
କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ବିଳମ୍ବିତ ରାତିରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ।
ତାଙ୍କ ମୃତଶରୀରକୁ ହାଜିପୁର ଓ ବାଲିଆ ସ୍ଥିତ ଦଳୀୟ କାର୍ଯ୍ୟାଳୟକୁ ନିଆଯାଇଥିଲା। ସେଠାରେ ଶେଷଦର୍ଶନ ପରେ ତାଙ୍କ ମରଶରୀରକୁ ବାଲିଆ ବାସଭବନରେ ରଖାଯାଇଛି। ଆଜି ଗାଁ ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସଂପନ୍ନ କରାଯିବ।
ରବୀନ୍ଦ୍ର ନାଥ ଭୋଇ ୨୦୦୯ ରୁ ୨୦୧୪ ମସିହା ପର୍ଯ୍ୟନ୍ତ ତିର୍ତ୍ତୋଲ ଆସନରୁ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/09/rashm.jpg)