ବାଇକ୍ ଧକ୍କାରେ ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ

ଜଗତସିଂହପୁର (ଓଡ଼ିଶା ରିପୋର୍ଟର): କଟକ-ପାରାଦୀପ ରାସ୍ତାର ତରଜଙ୍ଗା ନିକଟରେ ଆଜି ସକାଳେ ଏକ ଦୁର୍ଘଟଣାରେ ଜଣେ ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ରମାକାନ୍ତ ରାଉତରାୟ। ତାଙ୍କୁ ଏକ ବାଇକ୍ ପିଟି ଦେଇଥିଲା। ଏହି ଘଟଣାର ପ୍ରତିବାଦ କରି ସ୍ଥାନୀୟ ଲୋକେ ଉକ୍ତ ସ୍ଥାନରେ ଟାୟାର ଜାଳି କଟକ-ପାରାଦୀପ ରାସ୍ତା ଅବରୋଧ କରିଛନ୍ତି। ମୃତକଙ୍କ ପରିବାର ଲୋକଙ୍କୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବା ସହିତ ଏହି ବ୍ୟସ୍ତ ବହୁଳ ରାସ୍ତାରେ ନିୟମିତ ସ୍ପିଡ୍‌ […]

accident

accident

Jitendra Garnayak
  • Published: Sunday, 27 January 2019
  • Updated: 27 January 2019, 12:52 PM IST

Sports

Latest News

ଜଗତସିଂହପୁର (ଓଡ଼ିଶା ରିପୋର୍ଟର): କଟକ-ପାରାଦୀପ ରାସ୍ତାର ତରଜଙ୍ଗା ନିକଟରେ ଆଜି ସକାଳେ ଏକ ଦୁର୍ଘଟଣାରେ ଜଣେ ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ରମାକାନ୍ତ ରାଉତରାୟ। ତାଙ୍କୁ ଏକ ବାଇକ୍ ପିଟି ଦେଇଥିଲା।

ଏହି ଘଟଣାର ପ୍ରତିବାଦ କରି ସ୍ଥାନୀୟ ଲୋକେ ଉକ୍ତ ସ୍ଥାନରେ ଟାୟାର ଜାଳି କଟକ-ପାରାଦୀପ ରାସ୍ତା ଅବରୋଧ କରିଛନ୍ତି। ମୃତକଙ୍କ ପରିବାର ଲୋକଙ୍କୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବା ସହିତ ଏହି ବ୍ୟସ୍ତ ବହୁଳ ରାସ୍ତାରେ ନିୟମିତ ସ୍ପିଡ୍‌ ଲିମିଟ୍‌ ଚେକ୍‌ କରିବା ଦାବିରେ ଲୋକେ ରାସ୍ତାରୋକ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story