ରେଭେନ୍ସାରେ ବାପୁଜୀଙ୍କ ଜୀବନୀ ଆଧାରିତ ପ୍ରଦର୍ଶନୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଆଜି ରେଭେନ୍ସା ବିଶ୍ୱବିଦ୍ୟାଳୟ ପରିସରରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧିନ ବ୍ୟୁରୋ ଅଫ୍ ଆଉଟରିଚ୍ କମ୍ୟୁନିକେସନ ପକ୍ଷରୁ ମଲ୍ଟିମିଡିଆ ପ୍ରଦର୍ଶନୀ ଉଦ୍‌ଘାଟିତ ହୋଇଛି । କଟକ ଲୋକସଭା ସାଂସଦ ଭର୍ତୃହରି ମହତାବ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ପ୍ରଦର୍ଶନୀକୁ ଉଦ୍‌ଘାଟନ କରିଥିଲେ । ସମାରୋହକୁ ସମ୍ବୋଧିତ କରି ଶ୍ରୀ ମହତାବ ମହାତ୍ମା ଗାନ୍ଧୀଙ୍କ ସ୍ମୃତିଚାରଣ କରିଥିଲେ।  ଏହି ଅବସରରେ ଏକ ବିଶାଳ ସଚେତନତା ରାଲି ବାହାରି ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ପରିକ୍ରମା କରିଥିଲା । […]

4321c

4321c

Tapas Behera
  • Published: Monday, 21 October 2019
  • Updated: 21 October 2019, 07:36 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଆଜି ରେଭେନ୍ସା ବିଶ୍ୱବିଦ୍ୟାଳୟ ପରିସରରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧିନ ବ୍ୟୁରୋ ଅଫ୍ ଆଉଟରିଚ୍ କମ୍ୟୁନିକେସନ ପକ୍ଷରୁ ମଲ୍ଟିମିଡିଆ ପ୍ରଦର୍ଶନୀ ଉଦ୍‌ଘାଟିତ ହୋଇଛି । କଟକ ଲୋକସଭା ସାଂସଦ ଭର୍ତୃହରି ମହତାବ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ପ୍ରଦର୍ଶନୀକୁ ଉଦ୍‌ଘାଟନ କରିଥିଲେ ।

ସମାରୋହକୁ ସମ୍ବୋଧିତ କରି ଶ୍ରୀ ମହତାବ ମହାତ୍ମା ଗାନ୍ଧୀଙ୍କ ସ୍ମୃତିଚାରଣ କରିଥିଲେ।  ଏହି ଅବସରରେ ଏକ ବିଶାଳ ସଚେତନତା ରାଲି ବାହାରି ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ପରିକ୍ରମା କରିଥିଲା । ଏହି ରାଲି ମାଧ୍ୟମରେ ସ୍ୱଚ୍ଛ ଭାରତ, ସବୁଜ ଭାରତ ଏବଂ ଏକକ ପ୍ଲାଷ୍ଟିକର ବ୍ୟବହାର ବର୍ଜନ କରିବା ନିମନ୍ତେ ସଚେତନତା ସୃଷ୍ଟି କରାଯାଇଥିଲା।

ଉଦ୍‌ଘାଟନୀ ସମାରୋହରେ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଇଶାନ କୁମାର ପାତ୍ର, ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ଅତିରିକ୍ତ ମହାନିର୍ଦ୍ଦେଶକ ଓ ଅତିରିକ୍ତ ପ୍ରେସ ରେଜିଷ୍ଟ୍ରାର (ଓଡ଼ିଶା) ଶୈଳେଶ କୁମାର ମାଲବ୍ୟ, ଆଂଚଳିକ ଜନସମ୍ପର୍କ ବ୍ୟୁରୋର ନିର୍ଦ୍ଦେଶକ ଶ୍ରୀ ଅଖିଳ କୁମାର ମିଶ୍ର, ରେଭେନ୍ସାର କୁଳସଚିବ ଅଶୋକ କୁମାର ଦାସ, କଟକର ଅତିରିକ୍ତ ଜିଲ୍ଲାପାଳ ବିଜୟ କୁମାର ଖଣ୍ଡାୟତରାୟ ପ୍ରମୁଖ ଉପସ୍ଥିତ ଥିଲେ । ସାରା ଦେଶରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳିତ ହେଉଛି । ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଆୟୋଜିତ ଏହି ପ୍ରଦର୍ଶନୀ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story