ପ୍ରଦୀପଙ୍କ ସମ୍ପର୍କୀୟଙ୍କୁ ପୁଲିସର ଥାର୍ଡ ଡିଗ୍ରୀ!

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୁଲିସ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି ବିଜେଡିରୁ ବହିଷ୍କୃତ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ପୁଲିସ ତାଙ୍କ ସମ୍ପର୍କୀୟ ଏବଂ ସମର୍ଥକଙ୍କୁ ଥାର୍ଡ ଡିଗ୍ରୀ ଦେଉଥିବା ସେ ଅଭିଯୋଗ କରିଛନ୍ତି। ଏନେଇ ସେ ମୁଖ୍ୟମନ୍ତ୍ରୀ, ମୁଖ୍ୟ ସଚିବ ଏବଂ ପୁଲିସ ଡିଜିଙ୍କୁ ଚିଠି ଲେଖିଛନ୍ତି। ସେ କହିଛନ୍ତି, ମୋତେ ଉଦ୍ଦେଶ୍ୟମୂଳକ ଭାବେ ହଇରାଣ କରାଯାଉଛି। ମୋ ନାଁରେ ଏତଲା କି କୌଣସି ଅଭିଯୋଗ ନାହିଁ। ମୋ ଲୋକଙ୍କୁ ଚାପ ପକାଯାଉଛି ଏବଂ ଥାର୍ଡ […]

pradeep

pradeep

Madhupriya Mistry
  • Published: Tuesday, 01 December 2020
  • Updated: 01 December 2020, 01:40 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୁଲିସ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି ବିଜେଡିରୁ ବହିଷ୍କୃତ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ପୁଲିସ ତାଙ୍କ ସମ୍ପର୍କୀୟ ଏବଂ ସମର୍ଥକଙ୍କୁ ଥାର୍ଡ ଡିଗ୍ରୀ ଦେଉଥିବା ସେ ଅଭିଯୋଗ କରିଛନ୍ତି। ଏନେଇ ସେ ମୁଖ୍ୟମନ୍ତ୍ରୀ, ମୁଖ୍ୟ ସଚିବ ଏବଂ ପୁଲିସ ଡିଜିଙ୍କୁ ଚିଠି ଲେଖିଛନ୍ତି।

ସେ କହିଛନ୍ତି, ମୋତେ ଉଦ୍ଦେଶ୍ୟମୂଳକ ଭାବେ ହଇରାଣ କରାଯାଉଛି। ମୋ ନାଁରେ ଏତଲା କି କୌଣସି ଅଭିଯୋଗ ନାହିଁ। ମୋ ଲୋକଙ୍କୁ ଚାପ ପକାଯାଉଛି ଏବଂ ଥାର୍ଡ ଡିଗ୍ରୀ ଦିଆଯାଉଛି। ପୁଲିସ୍‌ ଉଦ୍ଦେଶ୍ୟମୂଳକ ଭାବେ କାମ କରୁଛି ବୋଲି ପ୍ରଦୀପ ଚିଠିରେ ଅଭିଯୋଗ କରିଛନ୍ତି।

ଶ୍ରୀ ପାଣିଗ୍ରାହୀ ଆହୁରି କହିଛନ୍ତି, ପୁରୀ ହାତଜ ମୃତ୍ୟୁ ଏବଂ ପରୀ ମାମଲା ଭଳି ଅନେକ ଘଟଣାର ଏ ପର୍ଯ୍ୟନ୍ତ ତଦନ୍ତ ହୋଇନି। କିନ୍ତୁ ମୋ ପଛରେ ଅଯଥାରେ ପୁଲିସ ଲାଗିଛି। ମୋ ସାଙ୍ଗରେ ଯାହା ସବୁ ଘଟୁଛି ମୁଖ୍ୟମନ୍ତ୍ରୀ ଜାଣନ୍ତି କି ନାହିଁ, ତାହା ମୁଁ ଜାଣିନି। ଗତକାଲି ମୁଖ୍ୟମନ୍ତ୍ରୀଙ୍କୁ ଫୋନ କରିଥିଲି, କିନ୍ତୁ ତାଙ୍କ ସହ ମୋତେ କଥାବାର୍ତ୍ତା କରାଇ ଦିଆଗଲାନି।

ସୂଚନାଯୋଗ୍ୟ, ଦୁଇ ଦିନ ତଳେ ଜନବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ପ୍ରଦୀପ ପାଣିଗ୍ରାହୀଙ୍କୁ ବହିଷ୍କୃତ କରାଯାଇଥିଲା। ତାଙ୍କୁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରାଯାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ତାଙ୍କୁ ବହିଷ୍କାର କରାଯାଇଥିବା ଦଳୀୟ ପ୍ରେସ୍ ରିଲିଜ୍‌ରେ କୁହାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story