ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମିତଙ୍କ ମାନସିକ ଅବସ୍ଥା ନେଇ ଡାକ୍ତର ସାରଦା ସ୍ୱାଇଁଙ୍କ ସୂଚନା। ହୋମ୍ ଆଇସୋଲେସନ ବେଳେ ନିଦ୍ରାହୀନତା, ଛାନିଆ ଲକ୍ଷଣ ଦେଖାଯାଉଛି। ଘରେ ଏକା ରହୁଥିବା ଲୋକ, ବୟସ୍କ, କିଶୋରଙ୍କ ମାନସିକ ସ୍ଥିତି ବିଗିଡ଼ିଯାଏ। ଆକ୍ରାନ୍ତଙ୍କ ମାନସିକ ସ୍ଥିତି ବଦଳାଇବାକୁ ପରିବାର ଲୋକଙ୍କ ଭୂମିକା ବେଶି ରହିଛି।
ହୋମ୍ ଆଇସୋଲେସନରେ ଥିବା ଆକ୍ରାନ୍ତ ଯୋଗ, ପ୍ରାଣାୟମ କରିବା ଉଚିତ। ଆକ୍ରାନ୍ତ ବ୍ୟକ୍ତି ସୁଷମ ଖାଦ୍ୟ ଖାଇବା ସହ ଅଧିକ ପାଣି ପିଇବା ଉଚିତ। ମାନସିକ ରୋଗ ଚିକିତ୍ସାରେ ଥିବା ଆକ୍ରାନ୍ତ ହୋମ୍ ଆଇସୋଲେସନରେ ରହିପାରିବେ। ଯଦି ମାନସିକ ସ୍ଥିତି ବେଶି ବିଗିଡ଼େ, ତେବେ ହସ୍ପିଟାଲ ସହ ପରାମର୍ଶ କରନ୍ତୁ। ଯେକୌଣସି ମାନସିକ ରୋଗ ସଂପର୍କରେ SCBକୁ ଫୋନ୍ କରିପାରିବେ। SCB ମାନସିକ ରୋଗ ପ୍ରତିଷ୍ଠାନକୁ ୧୮୦୦୩୪୫୭୨୮୮କୁ ଫୋନ୍ କରନ୍ତୁ। ଦିନ ୧୦ରୁ ଅପରାହ୍ନ ୫ ଯାଏ ଫୋନ୍ କରି ଡାକ୍ତରଙ୍କ ପରାମର୍ଶ ନେଇପାରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।