ଚିଲିକା କୂଳରେ ବିସ୍ଫୋରଣ, ୪ ଗୁରୁତର

ବ୍ରହ୍ମଗିରି (ରବି ନାରାୟଣ ପୂଜାରୀ): ଚିଲିକା କୂଳରେ ବିସ୍ଫୋରଣ ହୋଇଛି। ଏଥିରେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପୁରୀ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନେ ହେଲେ ଅଭିନାଶ ବେହେରା, ଅଭିରାମ ବେହେରା, ନରସିଂହ ବେହେରା ଓ ବବୁଲ ବେହେରା। ଏମାନେ ସମସ୍ତେ ଅରଖକୁଦା ଭାଗବତ ସାହିର। ସମସ୍ତଙ୍କ ଶରୀରର କିଛି କିଛି ଅଂଶ ପୋଡ଼ି ଯାଇଛି। ବିସ୍ଫୋରଣର କାରଣ ଜଣାପଡ଼ିନାହିଁ। କିନ୍ତୁ ବିସ୍ଫୋରଣର ମାତ୍ରା ଏତେ ଥିଲା ଯେ, ଚିଲିକା କୂଳରେ ଥିବା ସବୁ […]

boat

boat

Jitendra Garnayak
  • Published: Friday, 09 November 2018
  • Updated: 09 November 2018, 10:37 AM IST

ବ୍ରହ୍ମଗିରି (ରବି ନାରାୟଣ ପୂଜାରୀ): ଚିଲିକା କୂଳରେ ବିସ୍ଫୋରଣ ହୋଇଛି। ଏଥିରେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପୁରୀ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସେମାନେ ହେଲେ ଅଭିନାଶ ବେହେରା, ଅଭିରାମ ବେହେରା, ନରସିଂହ ବେହେରା ଓ ବବୁଲ ବେହେରା। ଏମାନେ ସମସ୍ତେ ଅରଖକୁଦା ଭାଗବତ ସାହିର। ସମସ୍ତଙ୍କ ଶରୀରର କିଛି କିଛି ଅଂଶ ପୋଡ଼ି ଯାଇଛି।

ବିସ୍ଫୋରଣର କାରଣ ଜଣାପଡ଼ିନାହିଁ। କିନ୍ତୁ ବିସ୍ଫୋରଣର ମାତ୍ରା ଏତେ ଥିଲା ଯେ, ଚିଲିକା କୂଳରେ ଥିବା ସବୁ ଗାଁ ଲୋକେ ଭୟଭୀତ ହୋଇ ପଡ଼ିଥିଲେ।

ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos