ଜଳିଗଲା ୮ ବଖରା ଘର

<p>କେନ୍ଦ୍ରାପଡ଼ା (ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ଛପାଲି ଗାଁରେ ଅଗ୍ନିକାଣ୍ଡରେ ୪ଟି ପରିବାରର ୮ ବଖରା ଘର ଜଳି ପାଉଁଶ ହୋଇଯାଇଛି। ନିଆଁରେ ଘରର ସମସ୍ତ ଆସବାବପତ୍ର ପୋଡ଼ିଯାଇଛି।</p> <p>ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ଜଣାପଡ଼ିଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।</p>

Ordigital Desk
  • Published: Monday, 15 January 2018
  • Updated: 15 January 2018, 12:34 PM IST

Sports

Latest News

<p>କେନ୍ଦ୍ରାପଡ଼ା (ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ଛପାଲି ଗାଁରେ ଅଗ୍ନିକାଣ୍ଡରେ ୪ଟି ପରିବାରର ୮ ବଖରା ଘର ଜଳି ପାଉଁଶ ହୋଇଯାଇଛି। ନିଆଁରେ ଘରର ସମସ୍ତ ଆସବାବପତ୍ର ପୋଡ଼ିଯାଇଛି।</p><p>ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ଜଣାପଡ଼ିଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos