ଜଳିଗଲା ୮ ବଖରା ଘର

Ordigital Desk
  • Published: Monday, 15 January 2018
  • , Updated: 15 January 2018, 12:34 PM IST
<p>କେନ୍ଦ୍ରାପଡ଼ା (ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ଛପାଲି ଗାଁରେ ଅଗ୍ନିକାଣ୍ଡରେ ୪ଟି ପରିବାରର ୮ ବଖରା ଘର ଜଳି ପାଉଁଶ ହୋଇଯାଇଛି। ନିଆଁରେ ଘରର ସମସ୍ତ ଆସବାବପତ୍ର ପୋଡ଼ିଯାଇଛି।</p> <p>ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ଜଣାପଡ଼ିଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।</p>

Related story