ଭୁବନେଶ୍ୱର ରେଳ ଷ୍ଟେସନ ବାହାରେ ଅଗ୍ନିକାଣ୍ଡ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ରେଳ ଷ୍ଟେସନ ଯାତ୍ରୀ ବିଶ୍ରାମାଗାର ବାହାରେ ଆଜି ସକାଳୁ ନିଆଁ ଲାଗିଯାଇଥିଲା। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ସକାଳ ପ୍ରାୟ ୮ଟାରେ ହଠାତ୍‌ ଏହି ଅଗ୍ନିକାଣ୍ଡ ଘଟିଥିଲା। ବିଶ୍ରାମ ଗୃହ ଭିତରେ ଧୂଆଁ ପଶିଯିବାରୁ ବାହାରକୁ ବାହାରି ଆସିଲେ ଯାତ୍ରୀ। ଯାହାକୁ ନେଇ ବିଶ୍ରାମାଗାର ବାହାରେ ଧାଁ ଦୌଡ଼ ଆରମ୍ଭ ହୋଇଯାଇଥିଲା। ତେବେ ଠିକ୍‌ ସମୟରେ ନିଆଁକୁ ଆୟତ୍ତ କରାଯିବାରୁ ଏକ ବଡ଼ ଧରଣର ଦୁର୍ଘଟଣା ଟଳି […]

bbsr

bbsr

Rakesh Mallick
  • Published: Friday, 01 February 2019
  • Updated: 01 February 2019, 09:45 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ରେଳ ଷ୍ଟେସନ ଯାତ୍ରୀ ବିଶ୍ରାମାଗାର ବାହାରେ ଆଜି ସକାଳୁ ନିଆଁ ଲାଗିଯାଇଥିଲା। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା।

ସକାଳ ପ୍ରାୟ ୮ଟାରେ ହଠାତ୍‌ ଏହି ଅଗ୍ନିକାଣ୍ଡ ଘଟିଥିଲା। ବିଶ୍ରାମ ଗୃହ ଭିତରେ ଧୂଆଁ ପଶିଯିବାରୁ ବାହାରକୁ ବାହାରି ଆସିଲେ ଯାତ୍ରୀ। ଯାହାକୁ ନେଇ ବିଶ୍ରାମାଗାର ବାହାରେ ଧାଁ ଦୌଡ଼ ଆରମ୍ଭ ହୋଇଯାଇଥିଲା। ତେବେ ଠିକ୍‌ ସମୟରେ ନିଆଁକୁ ଆୟତ୍ତ କରାଯିବାରୁ ଏକ ବଡ଼ ଧରଣର ଦୁର୍ଘଟଣା ଟଳି ଯାଇଥିଲା।

ଏହାକୁ ନେଇ ଷ୍ଟେସନକୁ ଆସୁଥିବା ଯାତ୍ରୀ ଓ ସେମାନଙ୍କ ସମ୍ପର୍କୀୟଙ୍କ ମଧ୍ୟରେ ଭୟର ବାତାବରଣ ଖେଳି ଯାଇଛି।

ତେବେ ନିଆଁ କେମିତି ଲାଗିଲା, ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story