ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଏଥର କଡ଼ାକଡ଼ି ଯାଞ୍ଚ ହେବ କନିଷ୍ଠ ଶିକ୍ଷକଙ୍କ ଶିକ୍ଷାଗତ ପ୍ରମାଣପତ୍ର। ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡ୍ ଲାଇନ୍ ଜାରି କରାଯାଇଛି। କିଛି ଶିକ୍ଷକ ଜାଲ୍ ସାର୍ଟିଫିକେଟ୍ ଦେଇଥିବା ଅଭିଯୋଗ ପରେ ଏହି ଗାଇଡ୍ ଲାଇନ୍ ଜାରି କରାଯାଇଛି।
ସେପ୍ଟେମ୍ବର ୩୦ ସୁଦ୍ଧା ଡିପିସି ଓ ବିଇଓ ସମସ୍ତ କନିଷ୍ଠ ଶିକ୍ଷକଙ୍କ ସାର୍ଟିଫିକେଟ୍ ଯାଞ୍ଚ କରିବେ। ଅକ୍ଟୋବର ୧୫ରେ ଯାଞ୍ଚ ସାରି ଗଣଶିକ୍ଷା ବିଭାଗକୁ ରିପୋର୍ଟ ଦେବେ। ଜାଲ୍ ସାର୍ଟିଫିକେଟ୍ ଦେଇଥିବା ଧରାପଡ଼ିଲେ ବହିଷ୍କାର ପାଇଁ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
୩୦ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଚାପି ହୋଇଗଲେ ଡ୍ରାଇଭର
୩୦ଫୁଟ୍ ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍ । ଟ୍ରକ ଭିତରେ ଚାପି ହୋଇ ରହିଛି ଚାଳକଙ୍କ ମୃତଦେହ ।
Accident
ଗଛରେ ପିଟି ହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ଗଛରେ ପିଟି ହୋଇଗଲା ବାଇକ୍। ଆଉ ଦୁଇ ବାଇକ୍ ଚାଳକଙ୍କ ମଧ୍ୟରୁ ଜଣେ ଆଖି ବୁଜିଥିବା ବେଳେ ଆଉ ଜଣେ ମରଣ ସହ ସଂଘର୍ଷ କରୁଛନ୍ତି।
Science & Environment
୬ ଥିଲା ୧୨ରେ ପହଞ୍ଚିଲା; ୩ ବର୍ଷରେ ଦୁଇ ଗୁଣା ବଢିଛି ବାଘ ସଂଖ୍ୟା
୨୦୨୧ ମସିହାରେ ଢେଙ୍କାନାଳର ବିଭିନ୍ନ ଜଙ୍ଗଲରେ କଲରାପତରିଆ ବାଘ ସଂଖ୍ୟା ୬ ଥିବା ବେଳେ ଏବେ ତାହା ବୃଦ୍ଧି ପାଇ ୧୨ରେ ପହଞ୍ଚିଛି। ଯାହା ଜଙ୍ଗଲ ବିଭାଗ ପାଇଁ ଆଣିଛି ଖୁସି ଖବର।
Weather
ଆଜିଠୁ ବଦଳିବ ପାଗ; କମିବ ବର୍ଷା, ବଢ଼ିବ କୁହୁଡି
କମିବ ବର୍ଷା, ବଢ଼ିବ କୁହୁଡି। ରାଜ୍ୟରେ ଆଜିଠୁ ବର୍ଷାର ପରିମାଣ ସାମାନ୍ୟ କମିବାକୁ ଥିବା ବେଳେ କାଲିଠୁ ସମ୍ପୂର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
Politics
ଶେଷରେ ନବୀନଙ୍କୁ ବି ଛାଡ଼ିଲେନି ପାଣ୍ଡିଆନ, କହିଲେ ଓଡ଼ିଶାରେ ଓଡ଼ିଆ କହିବା ଜରୁରୀ
ବିଜେଡିର ପ୍ରତିଷ୍ଠା ଦିବସର ଠିକ୍ ଦିନକ ପୂର୍ବରୁ ଏଭଳି ପୋଷ୍ଟ କରାଗଲା କାହିଁକି? ସକ୍ରିୟ ରାଜନୀତିରୁ ସନ୍ୟାସ ନେଇଥିବା ପାଣ୍ଡିଆନ କ’ଣ ପୁଣିଥରେ ବିଜେଡିରେ ସକ୍ରିୟ ହୋଇ ଆଗକୁ ଆସିବାକୁ ଚାହୁଁଛନ୍ତି କି?