ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଢ଼ୁଛନ୍ତି ନକଲି ଶିକ୍ଷକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ମାଳ ମାଳ ନକଲି ଶିକ୍ଷକ। ଆଜି ବିଧାନସଭାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଦେଇଥିବା ଉତ୍ତରରୁ ଏହା ସ୍ପଷ୍ଟ ହୋଇଛି। ବର୍ତ୍ତମାନ ସୁଦ୍ଧା ପ୍ରାଥମିକ ସ୍ତରରେ ୧୫, ମାଧ୍ୟମିକ ସ୍ତରରେ ୭୭ ଓ ୧୨୫ ଜଣ ଶିକ୍ଷା ସହାୟକ ଏବଂ କନିଷ୍ଠ ଶିକ୍ଷକ ଜାଲ ପ୍ରମାଣପତ୍ର ଦେଇ ଧରା ପଡ଼ିଥିବା ବିଧାନସଭାକୁ ସୂଚନା ଦେଇଛନ୍ତି ବିଭାଗୀୟ ମନ୍ତ୍ରୀ ସମୀର ଦାଶ। ଏହି ସମସ୍ତ ଶିକ୍ଷକଙ୍କ ଶିକ୍ଷା ଓ ଜାତିଗତ ପ୍ରମାଣପତ୍ର ଯାଞ୍ଚ ପାଇଁ […]

school-students

school-students

Manoranjan Sial
  • Published: Wednesday, 27 November 2019
  • Updated: 27 November 2019, 04:15 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ମାଳ ମାଳ ନକଲି ଶିକ୍ଷକ। ଆଜି ବିଧାନସଭାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଦେଇଥିବା ଉତ୍ତରରୁ ଏହା ସ୍ପଷ୍ଟ ହୋଇଛି। ବର୍ତ୍ତମାନ ସୁଦ୍ଧା ପ୍ରାଥମିକ ସ୍ତରରେ ୧୫, ମାଧ୍ୟମିକ ସ୍ତରରେ ୭୭ ଓ ୧୨୫ ଜଣ ଶିକ୍ଷା ସହାୟକ ଏବଂ କନିଷ୍ଠ ଶିକ୍ଷକ ଜାଲ ପ୍ରମାଣପତ୍ର ଦେଇ ଧରା ପଡ଼ିଥିବା ବିଧାନସଭାକୁ ସୂଚନା ଦେଇଛନ୍ତି ବିଭାଗୀୟ ମନ୍ତ୍ରୀ ସମୀର ଦାଶ। ଏହି ସମସ୍ତ ଶିକ୍ଷକଙ୍କ ଶିକ୍ଷା ଓ ଜାତିଗତ ପ୍ରମାଣପତ୍ର ଯାଞ୍ଚ ପାଇଁ ସରକାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଜାଲ୍‌ ଶିକ୍ଷକଙ୍କ ବିରୋଧରେ ଏତଲା ଦେଇ ସେମାନଙ୍କୁ ଚାକିରିରୁ ବହିଷ୍କାର କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିବା କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ।

ରାଜ୍ୟରେ ବିଭିନ୍ନ ସ୍ଥାନରେ ନକଲି ଶିକ୍ଷକ ଧରାପଡୁଥିବା ବେଳେ ଏହି ପ୍ରସଙ୍ଗ ଉଠାଇଥିଲେ କଟକ ଚୌଦ୍ୱାର ବିଧାୟକ ସୌଭିକ ବିଶ୍ୱାକ। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କେତେ ନକଲି ଶିକ୍ଷକ ଧରାପଡ଼ିଛନ୍ତି ଓ ସମସ୍ତ ଶିକ୍ଷକଙ୍କ ଶିକ୍ଷାଗତ ଯୋଗ୍ୟତା ପ୍ରମାଣପତ୍ର ଯାଞ୍ଚ ପାଇଁ କି ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ସେ ପଚାରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story