ଭୁବନେଶ୍ୱର: ଫ୍ୟାନ୍ସି ନମ୍ୱର ପାଇଁ ଅନଲାଇନରେ ହେବ ଅକ୍ସନ୍। ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ମୋଟର୍ ଭେଇକିଲ୍ ରୁଲ୍-୧୯୯୩ର ଧାରା ୧୪ ସଂଶୋଧନ ପାଇଁ ଏକ ଡ୍ରାଫ୍ଟ ନୋଟିଫିକେସନ୍ ଜାରି ହୋଇଛି। ଏହି କ୍ରମରେ ୪ଟି ବିଭାଗରେ ମନପସନ୍ଦର ଫ୍ୟାନସି ନମ୍ୱର ଲାଗି ଅନଲାଇନରେ ଅକ୍ସନ ହେବ। ପ୍ରଥମ କାଟାଗୋରୀ ଲାଗି ବେସ୍ ପ୍ରାଇସ୍ ଏକଲକ୍ଷ ଟଙ୍କା,ଦ୍ୱିତୀୟ କାଟାଗୋରି ପାଇଁ ୬୦ ହଜାର ଟଙ୍କା,ତୃତୀୟ ପାଇଁ ୪୦ ହଜାର ଓ ଚତୁର୍ଥ କାଟାଗୋରି ଲାଗି ବେସ୍ ପ୍ରାଇସ ୧୦ରୁ ୨୦ହଜାର ଟଙ୍କା ରଖାଯାଇଛି। ଏହାଦ୍ୱାରା ଅଧିକ ରାଜସ୍ୱ ମିଳିବା ସହ ନିରପେକ୍ଷ ଭାବେ ଫ୍ୟାନସି ନମ୍ୱର ମିଳିପାରିବ ବୋଲି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ କହିଛନ୍ତି ରମେଶ ଚନ୍ଦ୍ର ମାଝୀ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା, ସଂପୂର୍ଣ୍ଣ କାର୍ଯ୍ୟସୂଚୀ ଜାରି
ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଜାରି।
Guest Column
ଭଲ ସରକାର କିପରି?
ଜିନ୍ଦଲ୍-ପୋସ୍କୋ ଯୌଥ ଉଦ୍ୟୋଗ ପାଇଁ ବେଶୀ ଖୁସି ନହୋଇ, ଓଡ଼ିଶାରେ ବିଜଦ ସରକାର ବିଫଳ ହୋଇଥିବା କ୍ଷେତ୍ରରେ ଯେଭଳି ବିକାଶ ହେବ, ସେଥିପାଇଁ ମୋହନ ସରକାର ଦୃଷ୍ଟି ଦିଅନ୍ତୁ। ଚୁକ୍ତିପତ୍ର ସ୍ୱାକ୍ଷର କଲାବେଳେ ଏସମସ୍ତ ଦିଗ ପ୍ରତି ନ୍ୟାୟ ପ୍ରଦାନ କରନ୍ତୁ। ଫଳରେ ଶିଳ୍ପାୟନ ହେବ, ନିଯୁକ୍ତି ସୁଯୋଗ ବଢ଼ିବ। ତେବେ ଯାଇ ଆମେ କହିବୁ, ଯେ ନୂଆ ସରକାର ଭାରି ଭଲ!
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?
Miscellaneous
୬ ମାସ ହେଲା କଲବଲ କରୁଛନ୍ତି ପିମ୍ପୁଡ଼ି, ଅତିଷ୍ଠ ହେଲେଣି ଗ୍ରାମବାସୀ
ଗାଁରେ ଖେଳି ଯାଇଛି ପିମ୍ପୁଡି ଆତଙ୍କ । ୬ ମାସ ହେଲା କଲବଲ କରୁଛନ୍ତି । ବଞ୍ଚିବାକୁ ଦେଉ ନାହାନ୍ତି। ପିମ୍ପୁଡ଼ି ଦାଉରେ ଅତିଷ୍ଠ ହୋଇପଡ଼ିଲେଣି ଲୋକେ । ନା ଖାଇ ପାରୁଛନ୍ତି ନା ଶୋଇ ପାରୁଛନ୍ତି।
Crime
ନବଜାତକୁ ୨୦ ହଜାର ଟଙ୍କାରେ ପର ହାତକୁ ଟେକି ଦେଇଥିଲେ ବାପାମା’; ଆନ୍ଧ୍ରରୁ ଉଦ୍ଧାର
ପିଲାଟି ଜନ୍ମ ହେବାର ୯ ଦିନ ପରେ ନିଜର ନବଜାତ ଶିଶୁଟିକୁ ଅନ୍ୟ ହାତକୁ ଟେକି ଦେଇଥିଲେ ବାପାମା’।