ବିଦ୍ୟୁତ୍‌ ଆଘାତରେ ଜଣେ ଚାଷୀ ମୃତ

ନୟାଗଡ଼ (ସତ୍ୟ ନାରାୟଣ ସୁରଜଗଦେବ): ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ପାଣୁ ଭଟ୍। ତାଙ୍କ ଘର ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବ୍ଲକ୍ ଶିଖରପୁର ଗାଁରେ। ଏହାକୁ ନେଇ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ପ୍ରଦାନ କରିବା ଦାବିରେ ଗ୍ରାମବାସୀ ନୟାଗଡ଼-ଖଣ୍ଡପଡ଼ା ରାସ୍ତା ଅବରୋଧ କରିଛନ୍ତି। ଘଟଣା ସ୍ଥଳରେ ପୁଲିସ୍‌ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି। ଆଜି ସକାଳେ ପାଣୁ ଜମିକୁ ଯାଉଥିବା ବେଳେ […]

rt

rt

Rakesh Mallick
  • Published: Wednesday, 01 August 2018
  • Updated: 01 August 2018, 11:42 AM IST

Sports

Latest News

ନୟାଗଡ଼ (ସତ୍ୟ ନାରାୟଣ ସୁରଜଗଦେବ): ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ପାଣୁ ଭଟ୍। ତାଙ୍କ ଘର ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବ୍ଲକ୍ ଶିଖରପୁର ଗାଁରେ।

ଏହାକୁ ନେଇ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ପ୍ରଦାନ କରିବା ଦାବିରେ ଗ୍ରାମବାସୀ ନୟାଗଡ଼-ଖଣ୍ଡପଡ଼ା ରାସ୍ତା ଅବରୋଧ କରିଛନ୍ତି। ଘଟଣା ସ୍ଥଳରେ ପୁଲିସ୍‌ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି।

ଆଜି ସକାଳେ ପାଣୁ ଜମିକୁ ଯାଉଥିବା ବେଳେ ଅଳ୍ପ ଉଚ୍ଚତାରେ ଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଯାଇଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

ଦୀର୍ଘ ଦିନ ଧରି ବିଦ୍ୟୁତ୍‌ ଖୁଣ୍ଟ ନଇଁ ରହିଥିଲେ ମଧ୍ୟ ବିଦ୍ୟୁତ୍‌ ବିଭାଗ କୌଣସି ପଦକ୍ଷେପ ନେଉ ନ ଥିବା ଅଭିଯୋଗ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story