ମକାର ସହାୟକ ମୂଲ୍ୟ ବୃଦ୍ଧି ଦାବିରେ ରାସ୍ତାକୁ ଓହ୍ଲାଇଲା ଚାଷୀ

ନବରଙ୍ଗପୁର: ମକାର ସହାୟକ ମୂଲ୍ୟ ବୃଦ୍ଧିଦାବିରେ ରାସ୍ତାକୁ ଓହ୍ଲାଇଲା ଚାଷୀ। ନବରଙ୍ଗପୁର ଜିଲ୍ଲା ସଦର ମହକୁମାର ଭଣ୍ଡାରଘର ମନ୍ଦିର ପାଖରେ ଧାରଣାରେ ବସିଛନ୍ତି ଚାଷୀ । ମକା ମୂଲ୍ୟ କୁଇଣ୍ଟାଲ ପ୍ରତି ୧୪୨୫ ଟଙ୍କା ଧାର୍ଯ୍ୟ କରିବା ପ୍ରତିଶ୍ରୁତି ଦେଇ ପ୍ରଶାସନ ଭୂଆଁ ବୁଲାଉ ଥିବା ଚାଷୀମାନେ ଅଭିଯୋଗ କରିଛନ୍ତି । ମକା ବିକ୍ରି କରିବା ବେଳେ ଧାର୍ଯ୍ୟ ମୂଲ୍ୟ ଠାରୁ ବହୁ କମରେ ବେପାରୀ ମାଗୁଛନ୍ତି। ମକାଗଜା ହେବାକୁ ବସିଲାଣି ହେଲେ ପ୍ରାଶାସନ ଶୁଣୁ ନ […]

nabarangpur

Rakesh Mallick
  • Published: Monday, 18 December 2017
  • , Updated: 18 December 2017, 02:33 PM IST

ନବରଙ୍ଗପୁର: ମକାର ସହାୟକ ମୂଲ୍ୟ ବୃଦ୍ଧିଦାବିରେ ରାସ୍ତାକୁ ଓହ୍ଲାଇଲା ଚାଷୀ। ନବରଙ୍ଗପୁର ଜିଲ୍ଲା ସଦର ମହକୁମାର ଭଣ୍ଡାରଘର ମନ୍ଦିର ପାଖରେ ଧାରଣାରେ ବସିଛନ୍ତି ଚାଷୀ । ମକା ମୂଲ୍ୟ କୁଇଣ୍ଟାଲ ପ୍ରତି ୧୪୨୫ ଟଙ୍କା ଧାର୍ଯ୍ୟ କରିବା ପ୍ରତିଶ୍ରୁତି ଦେଇ ପ୍ରଶାସନ ଭୂଆଁ ବୁଲାଉ ଥିବା ଚାଷୀମାନେ ଅଭିଯୋଗ କରିଛନ୍ତି । ମକା ବିକ୍ରି କରିବା ବେଳେ ଧାର୍ଯ୍ୟ ମୂଲ୍ୟ ଠାରୁ ବହୁ କମରେ ବେପାରୀ ମାଗୁଛନ୍ତି। ମକାଗଜା ହେବାକୁ ବସିଲାଣି ହେଲେ ପ୍ରାଶାସନ ଶୁଣୁ ନ ଥିବା ପ୍ରତିବାଦରେ ଶତାଧି ମହିଳା ଓ ପୁରୁଷ ଚାଷୀ ସରକାର ଓ ପ୍ରଶାସନକୁ ଅବଗତ କରାଇବାକୁ ନେଇ ଧାରଣା ଦେଇଛନ୍ତି।

Related story