ସମ୍ବଲପୁର (ଓଡ଼ିଶା ରିପୋର୍ଟର)ଫସଲ ବୀମା ରାଶି ପ୍ରଦାନରେ ବିଳମ୍ବ। ଏହାକୁ ନେଇ ତେଜୁଛି ଚାଷୀ ଅସନ୍ତୋଷ। ଗୋଟିଏ ଖରିଫ୍ ଫସଲର ସମୟ ବିତି ଯାଇଥିଲେ ମଧ୍ୟ ତା’ପୂର୍ବ ବର୍ଷର ପ୍ରଧାନମନ୍ତ୍ରୀ ଫସଲ ବୀମା ରାଶି ମିଳି ନାହିଁ ।
ଏହାର ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଛନ୍ତି ସମ୍ବଲପୁର ଜିଲ୍ଲାର ଚାଷୀ। ସେମାନେ ଆଜି ଜିଲ୍ଲାର ୧୭ଟି ସ୍ଥାନରେ ଚକା ଜାମ୍ କରିଛନ୍ତି। ଜିଲ୍ଲାର ୧୭ଟି ସ୍ଥାନରେ ସକାଳ ୧୦ଟାରୁ ଅପରାହଣ ୧ଟା ଯାଏ ଆନ୍ଦୋଳନ କରୁଛନ୍ତି ଚାଷୀ।
ସେମାନେ ଅଭିଯୋଗ କରିଛନ୍ତି, ଠିକ୍ ସମୟରେ ତ’ ଆମେ ପ୍ରିମିୟମ ଦେଲୁ। ଅନ୍ୟପଟେ ଫସଲ ହେଲା ନାହିଁ। ତେବେ ଯଦି ବୀମା ରାଶି ନ ମିଳେ, ତେବେ ଯୋଜନାର ଲାଭ କଣ, ପ୍ରିମିୟମ ଭରିବାର ଲାଭ କ’ଣ ବୋଲି ଚାଷୀମାନେ ପ୍ରଶ୍ନ କରିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
ପଶ୍ଚିମବଙ୍ଗରୁ ଫେରିବ ବାଘୁଣୀ ଜିନ୍ନତ; କରାଯିବ ଟ୍ରାଙ୍କୁଲାଇଜ୍
ବାଘୁଣୀକୁ ଫେରାଇ ଆଣିବା ଲାଗି ଟ୍ରାଙ୍କୁଲାଇଜ୍ କରିବାକୁ ଯୋଜନା ଚାଲିଥିବା ଆରସିସିଏଫ କହିଛନ୍ତି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Politics
ନୂଆବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ
ମହିଳା, ଛୋଟ ପିଲା ଓ ବୟସ୍କ ବ୍ୟକ୍ତିମାନଙ୍କ ପାଇଁ ଦର୍ଶନ କିପରି ସୁଙ୍ଗମ ହେବ ସେଥି ପାଇଁ ଭିନ୍ନ ଏକ ବ୍ୟବସ୍ଥା କରାଯାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।