ପଦ୍ମପୁର( ସୋମେଶ ଚନ୍ଦ୍ର ମହାନ୍ତି):ଟୋକନ ଟେନସନରୁ ମୁକ୍ତି ପାଉ ନାହାନ୍ତି ଚାଷୀ। ଟୋକନ ପାଇବାରୁ ବଞ୍ଚିତ ହେବାରୁ ଧାନ ବିକ୍ରି କରି ନପାରି ତାତିଲେ ବରଗଡ଼ ଜିଲ୍ଲା ପଦ୍ମପୁର ଚାଷୀ । ଉତ୍ତ୍ୟକ୍ତ ଚାଷୀ ବଏସନା ରୋଡ଼ ଲାଖମରା କଲେଜ ଛକରେ ଧାନ ବସ୍ତା ପକାଇ ରାସ୍ତାରୋକ କରିଛନ୍ତି ।
ଲାଖମରା ସୋସାଇଟିର ପ୍ରାୟ ୩୦୮ ଚାଷୀ ଧାନ ବିକ୍ରି ପାଇଁ ଟୋକନ ପାଇବାରୁ ବଞ୍ଚିତ ହୋଇଥିବା ଅଭିଯୋଗ କରିଛନ୍ତି । ପଦ୍ମପୁର ଉପଜିଲ୍ଲାପାଳ ଓ ଜିଲ୍ଲାପାଳଙ୍କୁ ସେମାନେ ଏହି ସମସ୍ୟା ବାବଦରେ ଜଣାଇବା ପରେ ମଧ୍ୟ ସମସ୍ୟାର ସମାଧାନ ନହେବାରୁ ରାସ୍ତାକୁ ଓହ୍ଲାଇବାକୁ ବାଧ୍ୟ ହୋଇଥିବା କହିଛନ୍ତି ଚାଷୀ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଦେଶରେ HMPV ଚିହ୍ନଟ ପରେ ଓଡ଼ିଶା ସରକାରଙ୍କ ଛନକା!
ଦେଶରେ HMPV ଚିହ୍ନଟକୁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି,‘ଚୀନ୍ରୁ HMPV ଆସୁଥିବା ଖବରକୁ WHO ଏଯାବତ ସ୍ପଷ୍ଟ କରିନି। ଭାରତ ସରକାର ମଧ୍ୟ କୌଣସି ଆଡଭାଇଜରୀ ଜାରି କରି ନାହାନ୍ତି। ଯେ କୌଣସି ପ୍ରକାର ସ୍ୱାସ୍ଥ୍ୟ ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ପ୍ରସ୍ତୁତ।
Crime
ରାତି ଅନ୍ଧାରରେ ପହାଡ଼ ଉପରେ ଚାଲିଥିଲା ଜୁଆ ଖେଳ; ତା’ପରେ...
ରବିବାର ବିଳମ୍ୱିତ ରାତିରେ କୁମୁଡ଼ା ପାହାଡରେ ଚାଲିଥିଲା ଜୁଆ ଖେଳ। ଜୁଆଡିମାନେ ଜୁଆ ଖେଳରେ ମାତିଥିଲେ। ଏ ସମ୍ପର୍କରେ ଟିଟିଲାଗଡ ଥାନା ଅଧିକାରୀ ବିଶ୍ୱଜିତ ମନବୋଧ ଖବର ପାଇଥିଲେ।
Politics
ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ, କଟାକ୍ଷ କଲା ବିଜେପି
ନିର୍ବାଚନ ବିପର୍ଯ୍ୟୟ ପରେ ବିଜେଡିର ଏହା ପ୍ରଥମ ସମାବେଶ। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ସମେତ ଯୋଗଦେଲେ ସମସ୍ତ ବିଧାୟକ, ସାଂସଦ ଓ ବରିଷ୍ଠ ନେତା। ନାଟକ କରୁଛନ୍ତି କହିଲା ବିଜେପି।
Crime
୨ ବିଜେପି କର୍ମୀଙ୍କ ମୃତ୍ୟୁ ଘଟଣା; ଦୁର୍ଘଟଣା ନୁହେଁ ତାହା ସୁଚିନ୍ତିତ ହତ୍ୟାକାଣ୍ଡ- ଏସ୍ପି
ଆଜି ସନ୍ଧ୍ୟା ସୁଦ୍ଧା଼ ପୂରା ଘଟଣା ଉପରୁ ପରଦା ହଟିବ ଓ ଏହି ହତ୍ୟାକାଣ୍ଡ ପଛରେ କେଉଁମାନେ ଅଛନ୍ତି ତଥା ସେମାନଙ୍କ ଉଦ୍ଦେଶ୍ୟ କ’ଣ ତାହା ସର୍ବସମ୍ମୁଖକୁ ଆସିବ ବୋଲି କହିଛନ୍ତି ଏସ୍ପି।
Accident
ଗଛରେ ପିଟିହେଲା ବାଇକ୍, ଆଖି ବୁଜିଲେ ପିଜି ଛାତ୍ର
ୟୁନିଭରସିଟି ପରିସରରେ ଗଛରେ ପିଟିହେଲା ବାଇକ୍। ବାଇକ୍ରୁ ଛିଟିକି ପଡ଼ିଗଲେ ଛାତ୍ର। ଆଉ ଘଟଣାସ୍ଥଳରେ ଚାଲିଗଲା ଜୀବନ।