ବରଗଡ଼(ଦୀପକ ଶର୍ମା ): ଗତ ୧୦ରୁ ୧୨ଦିନ ହେବ ମଣ୍ଡି ସମ୍ମୁଖରେ ଧାନ ରଖିଛନ୍ତି। ବର୍ଷକ ପରିଶ୍ରମର ଫଳ ଖୋଲା ଆକାଶ ତଳେ ଶୀତ, କାକରରେ ପଡ଼ିଥିବା ବେଳେ ତାକୁ ବିକ୍ରି କରିବାକୁ ଚାଲିଛି ସଂଘର୍ଷ। ଟୋକନ ନ ଥିବାରୁ ବିକ୍ରି ହୋଇପାରୁନାହିଁ ଧାନ । ଏଥିରେ ଅତିଷ୍ଠ ହୋଇ ଆଜି ବରଗଡ଼ ଆରଏମ୍ସି ଅନ୍ତର୍ଗତ ବେହେରା ମାର୍କେଟ ୟାର୍ଡର ମୁଖ୍ୟ ଫାଟକରେ ତାଲା ପକାଇଛନ୍ତି।
ବର୍ତ୍ତମାନ ସୁଦ୍ଧା ଅନେକ ଚାଷୀଙ୍କ ପାଖକୁ ଟୋକନ ଆସିନଥିବାରୁ ଚାଷୀମାନେ ଧାନ ବିକ୍ରି କରିପାରୁନଥିବା ଅଭିଯୋଗ ହୋଇଛି । ଟୋକନ ବ୍ୟବସ୍ଥାକୁ ନେଇ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ତେଜୁଛି ଯାଜପୁର କଳି, ପୁଣି ବିଜେଡି-ବିଜେପି ମୁହାଁମୁହିଁ
ଯାଜପୁର ଘଟଣାକୁ ନେଇ ବିଜେଡି ଓ ବିଜେପି ପୁଣି ମୁହାଁମୁହିଁ ହୋଇଛନ୍ତି। ବିଜେଡି ପ୍ରେସମିଟ୍ କରି ପୁଲିସ ଉପରେ ଦୋଷ ଲଦିଥିବାବେଳେ କାଉଣ୍ଟର କରିଛି ବିଜେପି।
Miscellaneous
ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଗଲା 'ସୁଭଦ୍ରା' ଟଙ୍କା। ସୁନ୍ଦରଗଡ଼ରେ ଟଙ୍କା ରିଲିଜ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Accident
ଟୋଲଗେଟ୍କୁ ଧକ୍କା ଦେଇ ଜଳିଗଲା କଣ୍ଟେନର, ଡ୍ରାଇଭର ଜୀବନ୍ତଦଗ୍ଧ
ଗତକାଲି ବିଳମ୍ବିତ ରାତିରେ କଣ୍ଟେନରଟି ପଶ୍ଚିମବଙ୍ଗରୁ ତାମିଲନାଡୁ ଯାଉଥିବା ବେଳେ ଘଟିଛି ଏହି ଦୁର୍ଘଟଣା।