କାମାକ୍ଷାନଗର(ବିଦ୍ୟାଧର ବରାଳ): କାମାକ୍ଷାନଗର-ବିଜାଡିହ ନିକଟରେ ଆଜି ସକାଳେ ଏକ ଦୁର୍ଘଟଣାରେ ବାପ ପୁଅ ଆଖି ବୁଜିଛନ୍ତି। ବାଇକ୍ଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହେବା ଫଳରେ ଏହି ଦୁର୍ଘଟଣା ଘଟିଥିବା ଜଣାଯାଇଛି। ମୃତକଦ୍ୱୟ ହେଲେ ପରଜଙ୍ଗ ଅଞ୍ଚଳର ବୃନ୍ଦାବନପୁର ଗ୍ରାମ ରମଣୀ ରଞ୍ଜନ ମଲ୍ଲିକ(୫୨) ଓ ପୁଅ ସୁବ୍ରତ କୁମାର ମଲ୍ଲିକ।
ବାପାଙ୍କ ମେଡିକାଲ ଚେକଅପ୍ ପାଇଁ ଆଜି ସକାଳେ ସୁବ୍ରତ ବାଇକ୍ରେ ରମଣୀଙ୍କୁ ନେଇ କଟକ ଅଭିମୁଖେ ଯାଉଥିଲେ । ମାତ୍ର ବିଜାଡିହ ନିକଟ ବୁଲାଣିରେ ଗାଡ଼ିଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଉଭୟ ବାପ ପୁଅଙ୍କ ମୃତ୍ୟୁ ଘଟିଥିଲା।
ଖବର ପାଇ ପୁଲିସ୍ ପହଞ୍ଚି ମୃତଦେହକୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିବା ଜଣାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।
Politics
ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି
ଆଜି ପବିତ୍ର ମକର ସଂକ୍ରାନ୍ତି। କେନ୍ଦୁଝର ଜିଲ୍ଲାର ଗଣପର୍ବ ହେଉଛି ମକର ସଂକ୍ରାନ୍ତି। ଏହି ଅବସରରେ କେନ୍ଦୁଝର ଜିଲ୍ଲା ପାଟଣାରେ ପହଞ୍ଚି ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Politics
ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର! ଆରମ୍ଭ ହେଲା ପାଇଲଟ ପ୍ରୋଜେକ୍ଟ
ଆଗାମୀ ଦିନରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ମିଳିପାରେ କ୍ଷୀର। ପିଲାଙ୍କୁ ପୋଷଣ ଓ ପ୍ରୋଟିନ୍ ଯୋଗାଇବାକୁ ରାଜ୍ୟ ସରକାର ଏପରି ଏକ ଯୁଗାନ୍ତକାରୀ ପଦକ୍ଷେପ ନେବାକୁ ଯାଉଛନ୍ତି।