ପୁଅର ଶବ ପାଇଁ ବିହାରରୁ ଭୁବନେଶ୍ୱର ଆସିଛି ବାପା। ଏଥି ପାଇଁ ଖର୍ଚ୍ଚ କରିଛି ୫୦ ହଜାର ଟଙ୍କା। ୫ ଦିନ ହେଲା ପରେ ଡିଏନଏ ଟେଷ୍ଟ ହିଁ ତାଙ୍କ ଶେଷ ଆଶା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ; କହିଲେ- ଓଡ଼ିଶା ପାଲଟିବ ଶିଳ୍ପପତିଙ୍କ ପ୍ରଥମ ପସନ୍ଦ
ଓଡ଼ିଶାକୁ ବିଦେଶରୁ ଆସିବ ନିବେଶ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
Miscellaneous
ଆଜିଠୁ ଭକ୍ତଙ୍କ ପାଇଁ ପୁଣି ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ- ଆଜିଠୁ ୪ ଦ୍ୱାର ଦେଇ ସାଧାରଣ ଦର୍ଶନାର୍ଥୀ ପ୍ରବେଶ କରିବେ, କିନ୍ତୁ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ।
Miscellaneous
ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ଆନ୍ଦୋଳନ ମନା, ଆଉ ୬ମାସ ବଢ଼ିଲା ଏସ୍ମା ଅବଧି
ଓଡ଼ିଶା ଅତ୍ୟାବଶ୍ୟକ ସେବା(ମେଂଟେନାନ୍ସ) ଆକ୍ଟ-୧୯୮୮(ଓଡ଼ିଶା ଆକ୍ଟ ୯,୧୯୯୯) -ଏସମାର ଧାରା ୩(୩)ରେ ପ୍ରଦତ୍ତ କ୍ଷମତାର ଉପଯୋଗ କରି ଏହି କଟକଣା ଅବଧିକୁ ନଭେମ୍ବର ୨୪ତାରିଖରୁ ଆଉ ୬ମାସ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ।
Miscellaneous
ଭୁବନେଶ୍ୱର-ଝାରସୁଗୁଡ଼ାରୁ ମିଳିବ ଆଉ ୯ଟି ସହରକୁ ସିଧାସଳଖ ବିମାନସେବା
ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଆଉ ୫ଟି ସହରକୁ ଓ ଝାରସୁଗୁଡ଼ାସ୍ଥିତ ବୀରସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଆଉ ୪ଟି ସହରକୁ ସିଧାସଳଖ ବିମାନ ସେବା ମିଳିବ ।