ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା ଦେଲା ମହିଳା ବିଜେଡି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଏକ ଜାତୀୟ ଗଣମାଧ୍ୟମ ଦ୍ୱାରା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଦେଶର ଏକ ନମ୍ବର ମୁଖ୍ୟମନ୍ତ୍ରୀ ଭାବେ ଅଭିହିତ କରାଯିବାପରେ ତାଙ୍କ ଦଳ ପକ୍ଷରୁ ସମ୍ବର୍ଦ୍ଧନା ପର୍ବ ଜାରି ରହିଛି। ଶନିବାର ଦଳର ବରିଷ୍ଠ ନେତାଙ୍କ ସମେତ ଯୁବ ଓ ଛାତ୍ର ୱିଙ୍ଗ୍ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯିବାପରେ ଆଜି ମହିଳା ବିଜେଡି ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ମହିଳା ବିଜେଡି ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କ ନେତୃତ୍ୱରେ  ବିଜେଡି ରାଜ୍ୟ କାର୍ଯ୍ୟାଳୟରୁ ଏକ ବିରାଟ ଶୋଭାଯାତ୍ରାରେ ଯାଇ […]

5bn

5bn

Tapas Behera
  • Published: Tuesday, 19 January 2021
  • Updated: 19 January 2021, 05:28 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଏକ ଜାତୀୟ ଗଣମାଧ୍ୟମ ଦ୍ୱାରା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଦେଶର ଏକ ନମ୍ବର ମୁଖ୍ୟମନ୍ତ୍ରୀ ଭାବେ ଅଭିହିତ କରାଯିବାପରେ ତାଙ୍କ ଦଳ ପକ୍ଷରୁ ସମ୍ବର୍ଦ୍ଧନା ପର୍ବ ଜାରି ରହିଛି। ଶନିବାର ଦଳର ବରିଷ୍ଠ ନେତାଙ୍କ ସମେତ ଯୁବ ଓ ଛାତ୍ର ୱିଙ୍ଗ୍ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯିବାପରେ ଆଜି ମହିଳା ବିଜେଡି ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି।

ମହିଳା ବିଜେଡି ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କ ନେତୃତ୍ୱରେ  ବିଜେଡି ରାଜ୍ୟ କାର୍ଯ୍ୟାଳୟରୁ ଏକ ବିରାଟ ଶୋଭାଯାତ୍ରାରେ ଯାଇ ଦଳର ଅଧିକାଂଶ ମହିଳା ବିଧାୟିକା,ଆଗଧାଡ଼ିର ନେତ୍ରୀ ଓ ପ୍ରାୟ ୫ଶହ ମହିଳା କର୍ମୀ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି।

ଦଳର ନେତ୍ରୀ ପ୍ରମିଳା ମଲ୍ଲିକ, ଶ୍ରୀମୟୀ ମିଶ୍ର, ଲତିକା ପ୍ରଧାନ, ଶର୍ମିଷ୍ଠା ସେଠୀ, ମିନାକ୍ଷୀ ମହନ୍ତ, ସୀମା ନାୟକ,ସୁନନ୍ଦା ଦାସ, ଲୋପାମୁଦ୍ରା ବକ୍ସିପାତ୍ର, କସ୍ତୁରୀ ମହାପାତ୍ର, ସୁମିତ୍ରା ଜେନା ପ୍ରମୁଖ ଦଳୀୟ ନେତ୍ରୀଙ୍କ ସମେତ ବିଭିନ୍ନ ଆଡ଼ୁ ଆସିଥିବା ମହିଳା କର୍ମୀମାନେ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରି ତାଙ୍କର ସୁସ୍ଥ ଜୀବନ କାମନା କରିଛନ୍ତି। ସବୁବର୍ଗର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଗତ ୨୧ବର୍ଷ ପ୍ରୟାସ ଜାରି କରି ରଖିଛନ୍ତି ବୋଲି ଶ୍ରୀମତୀ ଛୁରିଆ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story