ମହିଳା ସାମ୍ୱାଦିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିଥିଲେ ମହିଳା ପୋଲିସ ଏସଆଇ। ଏପରିକି ତାଙ୍କୁ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଥିଲା।