ଟ୍ରେନ୍‌ ଧକ୍କାରେ ମାଈ ହାତୀର ମୃତ୍ୟୁ !

ଢେଙ୍କାନାଳ(ରାଜଶ୍ରୀ ଶତପଥୀ):ଢେଙ୍କାନାଳ ଜିଲ୍ଲା ସଦର ରେଞ୍ଜ ଅନ୍ତର୍ଗତ କଇଁଥପୋଲିଆ ନିକଟରେ ଏକ ମାଈ ହାତୀର ମୃତ୍ୟୁ ଘଟିଛି। ଆଜି ଭୋର ସମୟରେ ହାତୀପଲ ଟ୍ରେନ୍‌ ଲାଇନ୍‌ ପାର ହେଉଥିବା ସମୟରେ ମାଲବାହୀ ଟ୍ରେନ୍‌ ଧକ୍କା ଦେଇଥିଲା। ଏଥିରେ ଏକ ମାଈ ହାତୀର ମୃତ୍ୟୁ ଘଟିଥିବା ଗାଁ ଲୋକେ କହିଛନ୍ତି। ଘଟଣାସ୍ଥଳରେ ବନ ବିଭାଗର ଅଧିକାରୀମାନେ ପହଞ୍ଚି  ତଦନ୍ତ ଆରମ୍ଭ କରିଛନ୍ତି। ତେବେ ହାତୀର ବୟସ ଜଣାପଡ଼ି ନାହିଁ। ସୂଚନାଯୋଗ୍ୟ, ଗତ ୧୮ ତାରିଖରେ ମୟୂରଭଞ୍ଜ ଜିଲ୍ଲା କପ୍ତିପଦା […]

elephant

elephant

Jyoshna Pradhan
  • Published: Thursday, 20 June 2019
  • Updated: 20 June 2019, 09:00 AM IST

Sports

Latest News

ଢେଙ୍କାନାଳ(ରାଜଶ୍ରୀ ଶତପଥୀ):ଢେଙ୍କାନାଳ ଜିଲ୍ଲା ସଦର ରେଞ୍ଜ ଅନ୍ତର୍ଗତ କଇଁଥପୋଲିଆ ନିକଟରେ ଏକ ମାଈ ହାତୀର ମୃତ୍ୟୁ ଘଟିଛି। ଆଜି ଭୋର ସମୟରେ ହାତୀପଲ ଟ୍ରେନ୍‌ ଲାଇନ୍‌ ପାର ହେଉଥିବା ସମୟରେ ମାଲବାହୀ ଟ୍ରେନ୍‌ ଧକ୍କା ଦେଇଥିଲା। ଏଥିରେ ଏକ ମାଈ ହାତୀର ମୃତ୍ୟୁ ଘଟିଥିବା ଗାଁ ଲୋକେ କହିଛନ୍ତି।

ଘଟଣାସ୍ଥଳରେ ବନ ବିଭାଗର ଅଧିକାରୀମାନେ ପହଞ୍ଚି  ତଦନ୍ତ ଆରମ୍ଭ କରିଛନ୍ତି। ତେବେ ହାତୀର ବୟସ ଜଣାପଡ଼ି ନାହିଁ।

ସୂଚନାଯୋଗ୍ୟ, ଗତ ୧୮ ତାରିଖରେ ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ରେଞ୍ଜ ପୋଡ଼ାଡ଼ିହା ସେକ୍ସନ ଡୁବିଘାଟ ଜଙ୍ଗଲରେ ଏକ ମାଈହାତୀର ମୃତ୍ୟୁ ଘଟିଥିଲା। ହାତୀଟିର ଗୋଡ଼ରେ ଆଘାତ ଲାଗିଥିବାରୁ ସେ ଅସୁସ୍ଥ ଥିଲା। ବନବିଭାଗ ହାତୀର ଚିକିସା କରୁଥିବା ବେଳେ ତାର ମୃତ୍ୟୁ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos