ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗଂଜାମ, ଖୋର୍ଦ୍ଧା, ଗଜପତି, କଟକ ଜିଲ୍ଲା ଓ ରାଉରକେଲା ସହରରେ ଶଟ୍ଡାଉନ୍ କିଛି ଘଣ୍ଟା କୋହଳ ହେବ। ଅଗଷ୍ଟ ୧୫ ତାରିଖ ଦିନ କିଛି ଘଣ୍ଟା କୋହଳ ରହିବ ସପ୍ତାହାନ୍ତ ଶଟ୍ଡାଉନ୍। ୧୫ ତାରିଖ ଦିନ ୧୧ଟା ପର୍ଯ୍ୟନ୍ତ କୋହଳ ରହିବ ଶଟଡାଉନ କଟକଣା। ନିଜ ଅଞ୍ଚଳରେ ପତାକା ଉତ୍ତୋଳନ ପାଇଁ କୋହଳ ରହିବ କଟକଣା। ସର୍ତ୍ତମୂଳକ ଭାବେ ପତାକା ଉତ୍ତୋଳନ ପାଇଁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ। କୌଣସି ସ୍ଥାନରେ ୧୦ରୁ ଅଧିକ ଲୋକ ଏକାଠି ନହେବାକୁ ନିର୍ଦ୍ଦେଶ ଦିଆଯାଇଛି। ସାମାଜିକ ଦୂରତ୍ୱ ମାନିବା ସହ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବାଙ୍କୀ ପୁଲିସ୍ର ଅଜବ ସର୍ତ୍ତ: ଅଭିଯୁକ୍ତକୁ ଧରିବା ପାଇଁ ବୋଲେରୋ ଓ ଟଙ୍କା ଦିଅ!
ଭଲ ପାଇବା ଜୀବନର ଗୋଟିଏ ବଡ଼ ଭୁଲ ଥିଲା ବୋଲି ଭାବି ନେଇଥିଲେ ଲିମା। ଆଉ ନୂଆକରି ଜୀବନ ଗଢ଼ିବା ପାଇଁ ରାଜଧାନୀର କଂକ୍ରିଟ୍ ସହରରେ ଲାଗି ପଡ଼ିଥିଲେ।
Crime
ଦୁର୍ଦ୍ଦାନ୍ତ ନକ୍ସଲ ବିଜା ମାଡ଼ଭିର ଆତ୍ମସମର୍ପଣ
ବିଜା ମାଡ଼ଭି ୬ ବର୍ଷ ଧରି ନକ୍ସଲ ସଂଗଠନରେ ସାମିଲ ଥିଲେ। ୨୦୨୦ ମସିହାରୁ ସେ KKBN ଡିଭିଜନରେ କାମ କରୁଥିଲେ।
Crime
ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ! ଘେରିଲେ ଗାଁ ଲୋକ
ପ୍ରଧାନଶିକ୍ଷକଙ୍କୁ ଠେଲାପେଲା କରିବା ସହିତ ବିଦ୍ୟାଳୟର ଏକ କୋଠରୀରେ ଭର୍ତ୍ତି କରି ତାଲା ପକାଇଦେଇଥିଲେ। ଏ ସମ୍ପର୍କରେ ଖବର ପାଇ ABEO ସ୍କୁଲରେ ପହଞ୍ଚି ଅଭିଭାବକଙ୍କୁ ବୁଝାସୁଝା କରିଥିଲେ
Crime
ରାଜଧାନୀରେ ଚାଲିଥିଲା ସେକ୍ସ ରାକେଟ୍; ୪ ଯୁବତୀ ଉଦ୍ଧାର
ଖଣ୍ଡଗିରିରେ ଦୀର୍ଘ ଦିନ ଧରି ଚାଲିଥିଲା ସେକ୍ସ ରାକେଟ। ନୟାଗଡ଼ ଅଞ୍ଚଳର ଜଣେ ମହିଳା ଘର ଭଡ଼ା ନେଇ ୪ ଯୁବତୀଙ୍କୁ ରଖି ଦେହ ବେପାର କାମରେ ନିୟୋଜିତ କରୁଥିଲେ।
Crime
କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତା ଗିରଫ
୩ଟି ବହୁତଳ କୋଠା, ୨ଟି ଫ୍ଲାଟ୍ ଓ ୧୪ଟି ପ୍ଲଟ ସହିତ ଅନ୍ୟାନ୍ୟ ସଂପତ୍ତି ଅଛି ଏହି ଖଣି ଅଧିକାରୀଙ୍କର।