୪ ଜିଲ୍ଲା ଓ ରାଉରକେଲା ସହରରେ ଶଟ୍‌ଡାଉନ୍‌ କିଛି ଘଣ୍ଟା କୋହଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗଂଜାମ, ଖୋର୍ଦ୍ଧା, ଗଜପତି, କଟକ ଜିଲ୍ଲା ଓ ରାଉରକେଲା ସହରରେ ଶଟ୍‌ଡାଉନ୍‌ କିଛି ଘଣ୍ଟା କୋହଳ ହେବ। ଅଗଷ୍ଟ ୧୫ ତାରିଖ ଦିନ କିଛି ଘଣ୍ଟା କୋହଳ ରହିବ ସପ୍ତାହାନ୍ତ ଶଟ୍‌ଡାଉନ୍‌। ୧୫ ତାରିଖ ଦିନ ୧୧ଟା ପର୍ଯ୍ୟନ୍ତ କୋହଳ ରହିବ ଶଟଡାଉନ କଟକଣା। ନିଜ ଅଞ୍ଚଳରେ ପତାକା ଉତ୍ତୋଳନ ପାଇଁ କୋହଳ ରହିବ କଟକଣା। ସର୍ତ୍ତମୂଳକ ଭାବେ ପତାକା ଉତ୍ତୋଳନ ପାଇଁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ। କୌଣସି ସ୍ଥାନରେ ୧୦ରୁ ଅଧିକ ଲୋକ […]

shut-down

Manoranjan Sial
  • Published: Wednesday, 12 August 2020
  • , Updated: 12 August 2020, 05:24 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗଂଜାମ, ଖୋର୍ଦ୍ଧା, ଗଜପତି, କଟକ ଜିଲ୍ଲା ଓ ରାଉରକେଲା ସହରରେ ଶଟ୍‌ଡାଉନ୍‌ କିଛି ଘଣ୍ଟା କୋହଳ ହେବ। ଅଗଷ୍ଟ ୧୫ ତାରିଖ ଦିନ କିଛି ଘଣ୍ଟା କୋହଳ ରହିବ ସପ୍ତାହାନ୍ତ ଶଟ୍‌ଡାଉନ୍‌। ୧୫ ତାରିଖ ଦିନ ୧୧ଟା ପର୍ଯ୍ୟନ୍ତ କୋହଳ ରହିବ ଶଟଡାଉନ କଟକଣା। ନିଜ ଅଞ୍ଚଳରେ ପତାକା ଉତ୍ତୋଳନ ପାଇଁ କୋହଳ ରହିବ କଟକଣା। ସର୍ତ୍ତମୂଳକ ଭାବେ ପତାକା ଉତ୍ତୋଳନ ପାଇଁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ। କୌଣସି ସ୍ଥାନରେ ୧୦ରୁ ଅଧିକ ଲୋକ ଏକାଠି ନହେବାକୁ ନିର୍ଦ୍ଦେଶ ଦିଆଯାଇଛି। ସାମାଜିକ ଦୂରତ୍ୱ ମାନିବା ସହ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି।

Related story