ସୁସ୍ଥ ହେଲେ ୫୩ଜଣ

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): ସୁସ୍ଥ ହେଲେ ୫୩ଜଣ କରୋନା ରୋଗୀ। ଏମାନଙ୍କ ମଧ୍ୟରେ ଗଞ୍ଜାମରୁ ୩୦ଜଣ, ଯାଜପୁରରୁ ୧୮, ଖୋର୍ଦ୍ଧାରୁ ୩ଜଣ ଏବଂ କେନ୍ଦୁଝରରୁ ୨ଜଣ ଅଛନ୍ତି। ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୫୫୦ରେ ପହଞ୍ଚିଛି | ରାଜ୍ୟରେ ଏବେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫ ଥିବା ବେଳେ ୭୭୮ଟି ଆକ୍ଟିଭ୍‌ କେସ୍‌ ଅଛି। ଏହା ସହ ୭ଜଣ କରୋନା ଦ୍ୱାରା […]

5gn

5gn

Tapas Behera
  • Published: Sunday, 24 May 2020
  • Updated: 24 May 2020, 05:28 PM IST

Sports

Latest News

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): ସୁସ୍ଥ ହେଲେ ୫୩ଜଣ କରୋନା ରୋଗୀ। ଏମାନଙ୍କ ମଧ୍ୟରେ ଗଞ୍ଜାମରୁ ୩୦ଜଣ, ଯାଜପୁରରୁ ୧୮, ଖୋର୍ଦ୍ଧାରୁ ୩ଜଣ ଏବଂ କେନ୍ଦୁଝରରୁ ୨ଜଣ ଅଛନ୍ତି। ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୫୫୦ରେ ପହଞ୍ଚିଛି | ରାଜ୍ୟରେ ଏବେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫ ଥିବା ବେଳେ ୭୭୮ଟି ଆକ୍ଟିଭ୍‌ କେସ୍‌ ଅଛି। ଏହା ସହ ୭ଜଣ କରୋନା ଦ୍ୱାରା ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story