କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): ହେଲମେଟ୍ କାହିଁ ବୋଲି ପଚାରିବାରୁ ହାତାହାତି ହୋଇଗଲେ ପୁଲିସ୍ ଓ ବାଇକ୍ ଚାଳକ। ଉଭୟ ପକ୍ଷ ପରସ୍ପରକୁ ଆକ୍ରମଣ କରିବାକୁ ପଛାଇ ନ ଥିଲେ। ଏପରି ସ୍ଥିତି ପାଇଁ ଗତ କାଲି ରାତିରେ କିଛି ସମୟ ପାଇଁ କେନ୍ଦ୍ରାପଡ଼ା ଜିଲ୍ଲା ଟାଉନ୍ ଥାନା ତିନିମୁହାଣୀ ଛକ ପାଲଟି ଯାଇଥିଲା ଋଣ କ୍ଷେତ୍ରା।
ଗତ ରାତିରେ ବାଇକ୍ ଚାଳକ ଜଣକ ବିନା ହେଲମେଟରେ କେନ୍ଦ୍ରାପ଼ଡା ଅଭିମୁଖେ ଯାଉଥିବା ବେଳେ ପୁଲିସ ତାଙ୍କୁ ଅଟକାଇଥିଲା । ଏହାପରେ ହେଲମେଟ୍ କାହିଁ ବୋଲି ପ୍ରଶ୍ନ କରିଥିଲା । ତେବେ ପୁଲିସ ତାଙ୍କୁ ଦୁର୍ବ୍ୟବହାର କରିଥିବା ଚାଳକ ଅଭିଯୋଗ କରିଛନ୍ତି । ସେପଟେ ବାଇକ୍ ଚାଳକ ହେଲମେଟ୍ ପିନ୍ଧିନଥିବା ବେଳେ ପଚାରିବାରୁ ଡ୍ୟୁଟିରେ ଥିବା ମହିଳା SIଙ୍କୁ ଦୁର୍ବ୍ୟବହାର କରିଥିବା ପୁଲିସ କହିଛି । ଚେକିଂ କରୁଥିବା ପୋଲିସ ଓ ବାଇକ ଚାଳକଙ୍କ ମଧ୍ୟରେ ପ୍ରଥମେ ପାଟିତୁଣ୍ଡ ଏବଂ ପରେ ଧସ୍ତାଧସ୍ତି ହୋଇଥିଲା ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଝୁମର ବିକ୍ରି ନାଁରେ ୧୯ ଲକ୍ଷ ଚୁନ ମାରିଲେ ବ୍ୟବସାୟୀ; ବଦଳାଇ ଦେଲେ ଟଙ୍କା ବାକ୍ସ
ଗତକାଲି ରାତିରେ ଅଜୟ ଓ ଶିବଶଙ୍କରଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୧୯ ଲକ୍ଷ ଟଙ୍କା ଜବତ କରିଥିଲା।
Miscellaneous
ଜଙ୍ଗଲରେ ପାଟ୍ରୋଲିଂ କରିବ ଅଲ୍-ଟେରେନ୍ ମୋଟର ଯାନ; ଆଖି ପିଛୁଳାକେ ଲିଭାଇବ ନିଆଁ
ଘଞ୍ଚ ଜଙ୍ଗଲ ଭିତରେ ଗଡ଼ିବ ମୋଟର ଯାନ । ନିଆଁ ଲାଗିଲେ ତାହାକୁ ପ୍ରତିହତ କରିବାକୁ ତତକ୍ଷଣାତ ଏହା ନେଇ ପାରିବ ପଦକ୍ଷେପ । ଏଥିପାଇଁ ରାଜ୍ୟର ବିଭିନ୍ନ ଜଙ୍ଗଲକୁ ମିଳିଛି ଅଲ୍-ଟେରେନ୍ ମୋଟର ଯାନ ବା ଏଟିଭି ଏବଂ ଅଗ୍ନି ନିରାକରଣ ସହାୟତା ୟୁନିଟ୍ ।
Crime
କାର୍ରୁ ବାହାରିଲା ୮୮ କେଜି ରୂପା ଇଟା ଓ ନଗଦ ୫ ଲକ୍ଷ ଟଙ୍କା
କାର୍ରେ ଚାଲାଣ ହେଉଥିଲା ରୂପା ଇଟା। ତା’ ସହ ନଗଦ ଟଙ୍କା ବି ଭର୍ତ୍ତି ହୋଇଥିଲା। ଜିଏସ୍ଟି ଫାଙ୍କି କାର୍ଟି ଯାଉଥିବା ବେଳେ ବାଟରେ ମାଡ଼ି ବସିଲା ପୁଲିସ୍।
Accident
ଦୁଇ ବାଇକ୍ ମୁହାଁମୁହିଁ ଧକ୍କା;୨ ମୃତ, ୨ଗୁରୁତର
ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।
Crime
ବିଚ୍ ବଜାରରେ ବୀଭତ୍ସ କାଣ୍ଡ; ହୋଟେଲ ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ପୂର୍ବ ଶତ୍ରୁତା ହେଲା କାଳ । ବିଚ୍ ବଜାରରେ ଜଣେ ହୋଟେଲ ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ।