ଡ୍ରାଇଭର ଡ୍ରାଇଭର ଠେଲା ପେଲା ! | Odisha Reporter
Advertisment
ଡ୍ରାଇଭର ଗୋଷ୍ଠୀ ମଧ୍ୟରେ ଧସ୍ତାଧସ୍ତି। ଡ୍ରାଇଭରଙ୍କ ଆନ୍ଦୋଳନ ବେଳେ ମୁହାଁମୁହିଁ ହୋଇଛନ୍ତି ଦୁଇ ଗୋଷ୍ଠୀର ଡ୍ରାଇଭର୍। ଭୁବନେଶ୍ୱର ଉପକଣ୍ଠ ତମାଣ୍ଡୋରେ ଉତେଜନାପୂର୍ଣ୍ଣ ସ୍ଥିତି ଦେଖିବାକୁ ମିଳିଛି। ପରିସ୍ଥିତି ବିଗିଡ଼ିବା ପରେ ଫୋର୍ସ ମୁତୟନ କରାଯାଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us