ପୁଞ୍ଜିଲାଲ୍ ବିରୋଧରେ ଫାଇନାଲ୍ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

ବଲାଙ୍ଗିର (ମନୋରଞ୍ଜନ ଯୋଶୀ): ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ୍ ମେହେର ବିରୋଧରେ ଫାଇନାଲ୍ ଚାର୍ଜସିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ।। ପାଟଣାଗଡ଼ ଏସଡିଜେଏମ୍ କୋର୍ଟରେ ଆଜି ଏହି ଚାର୍ଜସିଟ୍ ଦାଖଲ କରାଯାଇଛି। ଏହି ଘଟଣାରେ ତଦନ୍ତ ଭାର ହାତକୁ ନେଇଥିବା କ୍ରାଇମବ୍ରାଞ୍ଚ ଟିମ୍ ୧୧ମାସ ଧରି ବିଭିନ୍ନ ଦିଗରୁ ଖୋଳତାଡ଼ କରିବା ପରେ ୬୫ ପୃଷ୍ଠାର ଚୂଡ଼ାନ୍ତ ଚାର୍ଜସିଟ୍ ପ୍ରସ୍ତୁତ କରିଥିଲା। ଏଥିରେ ୭୬ଜଣ ସାକ୍ଷୀଙ୍କ ବୟାନ, ସାଇଣ୍ଟିଫିକ୍ ଟିମ୍ ବିଶେଷଜ୍ଞଙ୍କ […]

punji2

punji2

Jitendra Garnayak
  • Published: Thursday, 31 January 2019
  • Updated: 31 January 2019, 01:45 PM IST

Sports

Latest News

ବଲାଙ୍ଗିର (ମନୋରଞ୍ଜନ ଯୋଶୀ): ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ୍ ମେହେର ବିରୋଧରେ ଫାଇନାଲ୍ ଚାର୍ଜସିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ।। ପାଟଣାଗଡ଼ ଏସଡିଜେଏମ୍ କୋର୍ଟରେ ଆଜି ଏହି ଚାର୍ଜସିଟ୍ ଦାଖଲ କରାଯାଇଛି।

ଏହି ଘଟଣାରେ ତଦନ୍ତ ଭାର ହାତକୁ ନେଇଥିବା କ୍ରାଇମବ୍ରାଞ୍ଚ ଟିମ୍ ୧୧ମାସ ଧରି ବିଭିନ୍ନ ଦିଗରୁ ଖୋଳତାଡ଼ କରିବା ପରେ ୬୫ ପୃଷ୍ଠାର ଚୂଡ଼ାନ୍ତ ଚାର୍ଜସିଟ୍ ପ୍ରସ୍ତୁତ କରିଥିଲା। ଏଥିରେ ୭୬ଜଣ ସାକ୍ଷୀଙ୍କ ବୟାନ, ସାଇଣ୍ଟିଫିକ୍ ଟିମ୍ ବିଶେଷଜ୍ଞଙ୍କ ମତ ଓ ମାଳ ମାଳ ତଥ୍ୟ ରହିଛି।

ଗତ ଅଗଷ୍ଟ ମାସରେ ଏହି ମାମଲାରେ କ୍ରାଇମବ୍ରାଞ୍ଚ ମଧ୍ୟବର୍ତ୍ତିକାଳୀନ ଚାର୍ଜସିଟ୍ ଦାଖଲ କରିଥିଲା। ଘଟଣାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ୍ ମେହେର ଗିରଫ ହୋଇ ଏବେ ଜେଲ୍ରେ ଅଛି।

ସୂଚନାଯୋଗ୍ୟ, ଗତବର୍ଷ ଫେବ୍ରୁଆରୀ ୨୩ ତାରିଖରେ ଘଟିଥିବା ପାର୍ସଲ ବୋମା ବିସ୍ଫୋରଣରେ ସୌମ୍ୟଶେଖର ଓ ତାଙ୍କର ଜଣେ ସଂପର୍କୀୟ ଜେଜେମାଆଙ୍କର ମୃତ୍ୟୁ ଘଟିଥିଲା। ସୌମ୍ୟଙ୍କ ପତ୍ନୀ ରୀମାରାଣୀ ଆହତ ହୋଇଥିଲେ। ସୌମ୍ୟଶେଖରଙ୍କ ମା’ଙ୍କ ସହିତ ପୁଞ୍ଜିଲାଲଙ୍କ ଶତ୍ରୁତା ଥିଲା। କଲେଜ ଅଧ୍ୟକ୍ଷ ପଦକୁ ନେଇ ଏହି ଶତ୍ରୁତା ସୃଷ୍ଟି ହୋଇଥିଲା। ସେହି କାରଣରୁ ପୁଞ୍ଜିଲାଲ ଏଭଳି ଏକ ହତ୍ୟାକାଣ୍ଡର ଷଡ଼ଯନ୍ତ୍ର ରଚିଥିବା ନେଇ କ୍ରାଇମ୍ବ୍ରାଞ୍ଚ ତଦନ୍ତରୁ ଜଣାପଡ଼ିଛି।

ଏହି ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଥିଲା ଘଟଣାର ମାଷ୍ଟର ମାଇଣ୍ଡ ଅଧ୍ୟାପକ ପୁଞ୍ଜିଲାଲ୍ ମେହେରକୁ ଘଟଣାର ୨ମାସ ପରେ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story