୨୯ରୁ ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନ କଲେଜର +୩ ଷଷ୍ଠ ସେମିଷ୍ଟର ପରୀକ୍ଷା

ଭୁବନେଶ୍ଵର(ଓଡ଼ିଶା ରିପୋର୍ଟର): ସେପ୍ଟେମ୍ବର ୨୯ ତାରିଖରୁ ଆରମ୍ଭ ହେବ ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନ କଲେଜର +୩ ଶେଷ ବର୍ଷର ଶେଷ ଅର୍ଥାତ ଷଷ୍ଠ ସେମିଷ୍ଟର ପରୀକ୍ଷା। ସୂଚନା ଅନୁସାରେ, ଷଷ୍ଠ ସେମିଷ୍ଟର ପରୀକ୍ଷା ସେପ୍ଟେମ୍ବର ୨୯ରୁ ଆରମ୍ଭ ହୋଇ ଅକ୍ଟୋବର ୩ ତାରିଖ ଯାଏ ଚାଲିବ। ସମସ୍ତ ଥିଓରି ପେପର୍ ପାଇଁ ୧ ଘଣ୍ଟିଆ ପରୀକ୍ଷା ବ୍ୟବସ୍ଥା କରାଯାଇଛି। ଏକ ଘଣ୍ଟାରେ ଛାତ୍ରଛାତ୍ରୀଙ୍କ ପାଇଁ OMR ବେସ୍‌ଡ ମଲ୍ଟିପୁଲ ଚଏସ ଥିଓରୀ ପରୀକ୍ଷା ହେବ। ସେପ୍ଟେମ୍ବର ୨୨ରୁ […]

exam-1

exam-1

Tapaswini Nayak
  • Published: Thursday, 10 September 2020
  • Updated: 10 September 2020, 09:15 AM IST

Sports

Latest News

ଭୁବନେଶ୍ଵର(ଓଡ଼ିଶା ରିପୋର୍ଟର): ସେପ୍ଟେମ୍ବର ୨୯ ତାରିଖରୁ ଆରମ୍ଭ ହେବ ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନ କଲେଜର +୩ ଶେଷ ବର୍ଷର ଶେଷ ଅର୍ଥାତ ଷଷ୍ଠ ସେମିଷ୍ଟର ପରୀକ୍ଷା।

ସୂଚନା ଅନୁସାରେ, ଷଷ୍ଠ ସେମିଷ୍ଟର ପରୀକ୍ଷା ସେପ୍ଟେମ୍ବର ୨୯ରୁ ଆରମ୍ଭ ହୋଇ ଅକ୍ଟୋବର ୩ ତାରିଖ ଯାଏ ଚାଲିବ। ସମସ୍ତ ଥିଓରି ପେପର୍ ପାଇଁ ୧ ଘଣ୍ଟିଆ ପରୀକ୍ଷା ବ୍ୟବସ୍ଥା କରାଯାଇଛି। ଏକ ଘଣ୍ଟାରେ ଛାତ୍ରଛାତ୍ରୀଙ୍କ ପାଇଁ OMR ବେସ୍‌ଡ ମଲ୍ଟିପୁଲ ଚଏସ ଥିଓରୀ ପରୀକ୍ଷା ହେବ। ସେପ୍ଟେମ୍ବର ୨୨ରୁ ୨୬ ତାରିଖ ମଧ୍ୟରେ ଅନଲାଇନ୍‌ରେ ପ୍ରାକ୍ଟିକାଲ ପରୀକ୍ଷା ହେବ। ଅନଲାଇନ୍ ସୁବିଧା ନ ଥିଲେ ଛାତ୍ରଛାତ୍ରୀ କଲେଜ ଆସି ପ୍ରାକ୍ଟିକାଲ ପରୀକ୍ଷା ଦେବେ। ପରୀକ୍ଷାର୍ଥୀ ଚାହିଁଲେ ପାଖ କଲେଜରେ ଅନୁମତି ନେଇ ପରୀକ୍ଷା ଦେଇପାରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos