କୋହଳ ହେଲା ସରକାରୀ ଖର୍ଚ୍ଚ କଟକଣା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ପାଇଁ ସରକାରୀ ଖର୍ଚ୍ଚରେ ଲାଗିଥିବା କଟକଣାକୁ କିଛି ମାତ୍ରାରେ ହଟାଇଛି ରାଜ୍ୟ ଅର୍ଥ ବିଭାଗ । ଏନେଇ ଅର୍ଥ ବିଭାଗ ପକ୍ଷରୁ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗକୁ ଚିଠି ଲେଖି ଅବଗତ କରାଯାଇଛି । ଗତ ଜୁଲାଇ ୭ ତାରିଖରେ ବିଭିନ୍ନ ବିଭାଗର ଖର୍ଚ୍ଚ ଉପରେ କଟକଣା ଲଗାଇଥିଲା ଅର୍ଥ ବିଭାଗ । ମହାମାରୀ ଯୋଗୁ ଅର୍ଥନୀତି ଉପରେ କୁପ୍ରଭାବ ପଡ଼ିଥିବାରୁ ଏଭଳି କଟକଣା ଲଗାଯାଇଥିଲା । ଏବେ ଅର୍ଥନୀତିରେ କିଛିଟା […]

odisha

odisha

Niharika Rout
  • Published: Wednesday, 02 December 2020
  • Updated: 02 December 2020, 08:16 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ପାଇଁ ସରକାରୀ ଖର୍ଚ୍ଚରେ ଲାଗିଥିବା କଟକଣାକୁ କିଛି ମାତ୍ରାରେ ହଟାଇଛି ରାଜ୍ୟ ଅର୍ଥ ବିଭାଗ । ଏନେଇ ଅର୍ଥ ବିଭାଗ ପକ୍ଷରୁ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗକୁ ଚିଠି ଲେଖି ଅବଗତ କରାଯାଇଛି ।

ଗତ ଜୁଲାଇ ୭ ତାରିଖରେ ବିଭିନ୍ନ ବିଭାଗର ଖର୍ଚ୍ଚ ଉପରେ କଟକଣା ଲଗାଇଥିଲା ଅର୍ଥ ବିଭାଗ । ମହାମାରୀ ଯୋଗୁ ଅର୍ଥନୀତି ଉପରେ କୁପ୍ରଭାବ ପଡ଼ିଥିବାରୁ ଏଭଳି କଟକଣା ଲଗାଯାଇଥିଲା । ଏବେ ଅର୍ଥନୀତିରେ କିଛିଟା ସୁଧାର ଆସିଥିବାରୁ ଏହି କଟକଣାକୁ କୋହଳ କରିଛି ଅର୍ଥ ବିଭାଗ ।

ଏଷ୍ଟାବ୍ଲିସ୍ମେଣ୍ଟ ବ୍ୟୟରେ କିଛିଟା କୋହଳ କରାଯାଇଛି । ପୂର୍ବର କେବଳ ମେଡିକାଲ ସାମଗ୍ରୀ କିଣିବାକୁ ଅନୁମତି ଥିବା ବେଳେ ଏବେ ଅର୍ଥ ବିଭାଗର ବିନା ଅନୁମତିରେ ଡିଜିଟାଲ କମ୍ୟୁନିକେସନ ପାଇଁ ଆବଶ୍ୟକ ସରଞ୍ଜାମ କିଣି ହେବ ।

ବିଭାଗ ମାନେ ବାର୍ଷିକ ବଜେଟର ୬୦ ପ୍ରତିଶତ ବଦଳରେ ୭୫ ପ୍ରତିଶତ ଖର୍ଚ୍ଚ କରିପାରିବେ । ପରିଚାଳନା ଓ ରକ୍ଷଣାବେକ୍ଷଣ ଖର୍ଚ୍ଚ ମଧ୍ୟ ବାର୍ଷିକ ବଜେଟର ୬୦ରୁ ୭୫ ପ୍ରତିଶତକୁ ବୃଦ୍ଧି କରାଯାଇଛି । ଚାଲୁ ରହିଥିବା ଯୋଜନା ପାଇଁ ନୂଆ ଟେଣ୍ଡର  ଆହ୍ୱାନ କରାଯାଇପାରିବ ।

ଏଣିକି ଗୃହ ନିର୍ମାଣ, ଗାଡ଼ି ଓ  କମ୍ପ୍ୟୁଟର କିଣା ପାଇଁ ଦୀର୍ଘକାଳୀନ ଅଗ୍ରୀମ ଅର୍ଥ ନେଇପାରିବେ କର୍ମଚାରୀ  । ଉନ୍ନୟନମୂଳକ କାର୍ଯ୍ୟର ଆବଶ୍ୟକତା ଦୃଷ୍ଟିରୁ କଟକଣା କୋହଳ କରାଯାଇଥିବା ଅର୍ଥ ବିଭାଗ ଚିଠିରେ ଦର୍ଶାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story