ଏଣିକି ବସ୍‌ରେ ମହିଳାଙ୍କ ସିଟ୍‌ରେ ବସିଲେ ଦେବାକୁ ପଡ଼ିବ ଜରିମାନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଏଣିକି ବସ୍‌ରେ ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ସିଟ୍‌ରେ ପୁରୁଷ ବସିଲେ ଦେବାକୁ ପଡିବ ଜରିମାନା । ଏହାସହ କଟକଣା ଅବମାନନା କଲେ ମଧ୍ୟ ଦେବାକୁ ପଡିବ ଫାଇନ୍। ମଙ୍ଗଳବାର ୫ଟି ବସ୍ ମାଲିକ ସଂଘକୁ ନେଇ କମିଶନରେଟ୍ ପୁଲିସ୍‌ ତରଫରୁ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ପୁଲିସ୍‌ ଭବନରେ ଅନୁଷ୍ଠିତ ଏହି ବୈଠକରେ ମହିଳାଙ୍କ ସୁରକ୍ଷା ପାଇଁ ବସ୍‌ରେ ଏକ ଏମରଜେନ୍ସି ଫୋନ୍ ନମ୍ବର ରହିବ ବୋଲି ନିଷ୍ପତ୍ତି ହୋଇଛି  । […]

police-1--

Niharika Rout
  • Published: Wednesday, 29 January 2020
  • , Updated: 29 January 2020, 07:59 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଏଣିକି ବସ୍‌ରେ ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ସିଟ୍‌ରେ ପୁରୁଷ ବସିଲେ ଦେବାକୁ ପଡିବ ଜରିମାନା । ଏହାସହ କଟକଣା ଅବମାନନା କଲେ ମଧ୍ୟ ଦେବାକୁ ପଡିବ ଫାଇନ୍।

ମଙ୍ଗଳବାର ୫ଟି ବସ୍ ମାଲିକ ସଂଘକୁ ନେଇ କମିଶନରେଟ୍ ପୁଲିସ୍‌ ତରଫରୁ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ପୁଲିସ୍‌ ଭବନରେ ଅନୁଷ୍ଠିତ ଏହି ବୈଠକରେ ମହିଳାଙ୍କ ସୁରକ୍ଷା ପାଇଁ ବସ୍‌ରେ ଏକ ଏମରଜେନ୍ସି ଫୋନ୍ ନମ୍ବର ରହିବ ବୋଲି ନିଷ୍ପତ୍ତି ହୋଇଛି  । ଏହାସହ ଏସ୍‌ପିଓ ହ୍ୱାଟ୍ସ ଆପ୍ ଗ୍ରୁପ୍‌ରେ ଜଣେ ମହିଳା କର୍ମଚାରୀଙ୍କୁ ଆଡ୍ କରାଯିବ  ।

Related story