ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରେ ସ୍ଥାନୀୟ ସଂକ୍ରମଣ ଦିନକୁ ଦିନ ବଢ଼ୁଥିବାରୁ ବିଏମ୍ସିକୁ ଚିନ୍ତା ଘାରିଛି। ସାମାଜିକ ଦୂରତ୍ୱ ଓ ମାସ୍କ ପିନ୍ଧିବା ଉପର ଗୁରୁତ୍ୱାରୋପ କରି ବିଭିନ୍ନ ସ୍ଥାନରେ ଚଢ଼ାଉ ଆରମ୍ଭ କରିଛି ବିଏମ୍ସି।
ସାମାଜିକ ଦୂରତ୍ୱ ନ ମାନିବା ଓ ମାସ୍କ ପିନ୍ଧି ନ ଥିବାରୁ ଅଶୋକ ନଗରରେ ଥିବା ଶ୍ରୀଲେଦର୍ସ, ମ୍ୟାକ୍ସ ସମେତ ୩ଟି ପ୍ରମୁଖ ଶୋ ରୁମରୁ ଜରିମାନା ଆଦାୟ କରାଯାଇଛି। ଚଢ଼ାଉ କରି ଜରିମାନା ଆଦାୟ କଲେ BMC/BDA ଜଏଣ୍ଟ ସ୍କ୍ୱାଡ୍। ଏହାବ୍ୟତୀତ ଖଣ୍ଡଗିରି ଅଞ୍ଚଳରେ ବେଆଇନ ଭାବେ ଖୋଲିଥିବା ଏକ ଜିମ୍କୁ ମଧ୍ୟ ସିଲ୍ କରାଗଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।