ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଖାଦ୍ୟ ସୁରକ୍ଷା ଆଇନ୍ ଅନୁଯାୟୀ ଖାଦ୍ୟ ସାମଗ୍ରୀ ନେବାକୁ ଯାଇଥିବା ବହୁ ଶ୍ରମିକ ଟିପ ଚିହ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଦୀର୍ଘ ଦିନ ହେବ ଏପରି ସମସ୍ୟା ଲାଗି ରହିଛି। ଏହାକୁ ନେଇ ଆଜି ବିଧାନସଭାରେ ଉଦ୍ବେଗ ପ୍ରକାଶ ପାଇଛି ।
ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଏହି ପ୍ରଶ୍ନର ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ। ସେ କହିଛନ୍ତି ,ଏହି ସମସ୍ୟାର ସମାଧାନ ପାଇଁ ଆଇରିସ୍ ସ୍କାନର ବ୍ୟବସ୍ଥା କରାଯିବ। ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ଲାଗି ବାଧ୍ୟତାମୂଳକ ଟିପ ଚିହ୍ନ ନିୟମରେ କୋହଳ କରାଯିବ। ଏଣିକି ସେମାନଙ୍କ ଆଖିରେ ଆଇରିସ୍ ସ୍କାନର ମାଧ୍ୟମରେ ବାୟୋମେଟ୍ରିକ ମ୍ୟାଚିଙ୍ଗ ନିଆଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କୁମ୍ଭମେଳା ପାଇଁ ଓଡ଼ିଶାରୁ ଗଡ଼ିବ ବସ୍; ମହିଳାଙ୍କ ପାଇଁ ୫୦% ରିହାତି
ମହିଳାଙ୍କ ପାଇଁ ୫୦% ରିହାତି ବ୍ୟବସ୍ଥା ରହିଛି। ରହିବା, ଖାଇବାର ବ୍ୟବସ୍ଥା କରିବ OSRTC। ପୁରୀ, ସମ୍ବଲପୁର, ଭବାନୀପାଟଣା ଓ ବ୍ରହ୍ମପୁରରୁ ବସ୍ ଗୁଡ଼ିକ ଅଯୋଧ୍ୟା ଯିବ ବୋଲି OSRTC ଅତିରିକ୍ତ ସଚିବ କହିଛନ୍ତି।
Crime
Z1ରେ ରହିଛି ହଂସିକାଙ୍କ ୩ଟି ଫ୍ଲାଟ୍; IT ଓ ପୁଲିସ୍ ଚଢ଼ଉ
ଠକେଇ ରାଣୀ ହଂସିକା ଅଭିଲିପ୍ସା ଓ ତାଙ୍କ ସ୍ୱାମୀ ଅନୀଲ ମହାନ୍ତିଙ୍କ ପେଡି ଖୋଲିବା ପାଇଁ ଉଭୟଙ୍କୁ ରିମାଣ୍ଡରେ ଆଣିଥିଲା ଆୟକର ବିଭାଗ(IT) ଓ କମିସନରେଟ୍ ପୁଲିସ୍।। କୋର୍ଟଙ୍କ ଅନୁମତି ପରେ ଉଭୟଙ୍କୁ ଜେରା ପାଇଁ ଆଣିଥିଲେ।
Guest Column
ଆର୍ଥିକ ଓ ସାମାଜିକ ସ୍ଥିତି ଆଧାରରେ ଶିକ୍ଷାସେବା ଜରୁରୀ
ଓଡ଼ିଶାରେ ମାଧ୍ୟମିକ ସ୍ତରରେ ପାଠ ଛାଡ଼ି ଦେଉଥିବା ଛାତ୍ରଛାତ୍ରୀଙ୍କ ସଂଖ୍ୟା ଅନ୍ୟ ରାଜ୍ୟମାନଙ୍କ ତୁଳନାରେ ଅଧିକ ରହୁଛି। ପ୍ରାୟ ୨୭.୩ ଭାଗ ଛାତ୍ରଛାତ୍ରୀ ମାଧ୍ୟମିକ ସ୍ତରରେ ପାଠପଢ଼ା ଛାଡ଼ି ଚାଲିଯାଉଛନ୍ତି। ରାଜ୍ୟରେ ପୂର୍ବତନ ସରକାର ନିର୍ବାଚନ ଆସିବା ପୂର୍ବରୁ ଏପରି ପ୍ରକ୍ରିୟାକୁ ବନ୍ଦ କରିବା ପାଇଁ ନବମ, ଦଶମ, ଏକାଦଶ ପିଲାମାନଙ୍କ ପାଇଁ ମାସିକ ଆର୍ଥିକ ସହାୟତା ଘୋଷଣା କରିଥିଲେ। ଏହା ନିର୍ବାଚନ ଉଦ୍ଦେଶ୍ୟରେ କରାଯାଇଥିବା ସେତେବେଳେ ସମସ୍ତେ ଉପଲବ୍ଧି କରିଥିଲେ।
Crime
ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ପ୍ରତିବାଦ କରିବାରୁ ଛୁରା ମାଡ଼
ନାବାଳିକାଜଣକ ପ୍ରତିବାଦ କରିବାରୁ ଯୁବକ ପାଲଟିଗଲେ ପିଶାଚ। ରକ୍ତମୁଖା ପାଲଟି ଏକ ଛୁରୀରେ ନାବାଳିକାଙ୍କୁ ଏକାଧିକ ଥର କଲେ ଛୁରା ମାଡ଼ ।
Accident
ଟ୍ରକକୁ ପିଟିଲା କୋର୍ଟ ଭ୍ୟାନ୍, ପୁଲିସ୍ ଓ ମୁଦାଲା ଆହତ
ଟ୍ରକକୁ ପଛପଟୁ ପିଟିଲା କୋର୍ଟ ଭ୍ୟାନ୍ । ଏଥିରେ କୋର୍ଟ ଭ୍ୟାନ୍ର ସମ୍ମୁଖ କାଚ ଭାଙ୍ଗି ଚୁରମାର ହୋଇ ଯାଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି।