ସମ୍ବଲପୁରରେ ଭୟାବହ ଅଗ୍ନିକାଣ୍ଡ, ୫୦ରୁ ଊର୍ଦ୍ଧ୍ୱ  ଦୋକାନ ଜଳିଗଲା

ସମ୍ୱଲପୁର: ସମ୍ୱଲପୁର ଗୋଲବଜାରେ ଆଜି ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ ୧୯୦ ପିଣ୍ଡି ଓ ୨୩ଟି ସ୍ଥାୟୀ ଦୋକାନ କ୍ଷଣକ ଭିତରେ ପାଉଁଶ ହୋଇଯାଇଛି। ପ୍ରାରମ୍ଭିକ ଆକଳନ ଅନୁସାରେ ପ୍ରାୟ ୮୦ ଲକ୍ଷ ଟଙ୍କା କ୍ଷୟକ୍ଷତି ଘଟିଥିବା ଅନୁମାନ କରାଯାଇଛି। ଏହି ଅଗ୍ନିକାଣ୍ଡରେ ସର୍ବସ୍ୱାନ୍ତ ହୋଇଛନ୍ତି ପ୍ରାୟ ୨୦୦ରୁ ଅଧିକ ବ୍ୟବସାୟୀ। ମାତ୍ର ଏପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଜଣାପଡ଼ିନି। ଅନ୍ୟପକ୍ଷରେ ପ୍ରଶାସନିକ ଅଧିକାରୀମାନେ କ୍ଷତିପୂରଣ ପ୍ରଦାନ ପାଇଁ ସର୍ଭେ ଚଳାଇଛନ୍ତି। ସମ୍ୱଲପୁରର ବ୍ୟବସାୟିକ ପେଣ୍ଠସ୍ଥଳୀ ହେଉଛି […]

fire

fire

Rakesh Mallick
  • Published: Tuesday, 04 April 2017
  • Updated: 04 April 2017, 09:21 PM IST

Sports

Latest News

ସମ୍ୱଲପୁର: ସମ୍ୱଲପୁର ଗୋଲବଜାରେ ଆଜି ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ ୧୯୦ ପିଣ୍ଡି ଓ ୨୩ଟି ସ୍ଥାୟୀ ଦୋକାନ କ୍ଷଣକ ଭିତରେ ପାଉଁଶ ହୋଇଯାଇଛି। ପ୍ରାରମ୍ଭିକ ଆକଳନ ଅନୁସାରେ ପ୍ରାୟ ୮୦ ଲକ୍ଷ ଟଙ୍କା କ୍ଷୟକ୍ଷତି ଘଟିଥିବା ଅନୁମାନ କରାଯାଇଛି। ଏହି ଅଗ୍ନିକାଣ୍ଡରେ ସର୍ବସ୍ୱାନ୍ତ ହୋଇଛନ୍ତି ପ୍ରାୟ ୨୦୦ରୁ ଅଧିକ ବ୍ୟବସାୟୀ। ମାତ୍ର ଏପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଜଣାପଡ଼ିନି। ଅନ୍ୟପକ୍ଷରେ ପ୍ରଶାସନିକ ଅଧିକାରୀମାନେ କ୍ଷତିପୂରଣ ପ୍ରଦାନ ପାଇଁ ସର୍ଭେ ଚଳାଇଛନ୍ତି।

ସମ୍ୱଲପୁରର ବ୍ୟବସାୟିକ ପେଣ୍ଠସ୍ଥଳୀ ହେଉଛି ଗୋଲ ବଜାର। ଆଜି ଭୋର ୪ଟା ବେଳେ ନିଆଁ ଜଳୁଥିବା ଦେଖି ବ୍ୟବସାୟୀ ଓ ସ୍ଥାନୀୟ ଲୋକେ ଭୟଭୀତ ହୋଇପଡ଼ିଥିଲେ। ଖବର ପାଇ ୧୧ଟି ଅଗ୍ନିଶମ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ନିଆଁ ଏତେ ଭୟଙ୍କର ଥିଲା ଯେ ଆୟତ୍ତ କରିବାକୁ ଅଗ୍ନିଶମ କର୍ମଚାରୀଙ୍କୁ ପ୍ରାୟ ୩ ଘଣ୍ଟାରୁ ଅଧିକ ସମୟ ଲାଗିଥିଲା। ବଦ୍ୟୁତ ସଟ୍‌ସର୍କିଟ୍‌ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story