ଏସ୍‌ସିବି ମେଡିକାଲର ରେକର୍ଡ ସେକ୍ସନ୍‌ରେ ଅଗ୍ନିକାଣ୍ଡ

କଟକ(ଓଡ଼ିଶା ରିପୋର୍ଟର): କଟକ ଏସ୍‌ସିବି ମେଡିକାଲ କଲେଜର ରେକର୍ଡ ସେକ୍ସନ୍‌ରେ ଅଗ୍ନିକାଣ୍ଡ ଘଟିଛି। ନିଆଁରେ ଅଫିସର ବହୁ ଗୁରୁତ୍ୱପୂର୍ଣ୍ଣ କାଗଜ ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିଲା।

scb

Tapaswini Nayak
  • Published: Tuesday, 09 April 2019
  • , Updated: 09 April 2019, 07:40 AM IST

କଟକ(ଓଡ଼ିଶା ରିପୋର୍ଟର): କଟକ ଏସ୍‌ସିବି ମେଡିକାଲ କଲେଜର ରେକର୍ଡ ସେକ୍ସନ୍‌ରେ ଅଗ୍ନିକାଣ୍ଡ ଘଟିଛି। ନିଆଁରେ ଅଫିସର ବହୁ ଗୁରୁତ୍ୱପୂର୍ଣ୍ଣ କାଗଜ ପୋଡ଼ି ପାଉଁଶ ହୋଇଯାଇଛି।

ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିଲା।

Related story