କଟକ (ଓଡ଼ିଶା ରିପୋର୍ଟର): କଟକ ବଡ଼ ଡାକ୍ତରଖାନା ପୁଣି ଥରେ ଅଗ୍ନିକାଣ୍ଡ ଘଟିଛି। ମେଡିକାଲ୍ ପରିସରରେ ଥିବା ଏକ ଓମ୍ଫେଡ୍ ପାର୍ଲରରେ ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି। ଏଥିରେ ପାର୍ଲରରେ ଥିବା ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି।
ମେଡିକାଲ୍ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଆସି ନିଆଁକୁ ଆୟତ୍ତ କରିଥିଲା। ତେବେ କେମିତି ନିଆଁ ଲାଗିଲା, ତାହା ଜଣାପଡ଼ିନି।
ତେବେ କଟକ ବଡ଼ ମେଡିକାଲ୍ରେ ବାରମ୍ବାର ଅଗ୍ନିକାଣ୍ଡ ଘଟୁଥିବାରୁ ଏହାର ସୁରକ୍ଷା ଉପରେ ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଗତ ମାସରେ ଏହି ମେଡିକାଲର ପାଥୋଲୋଜି ବିଭାଗର ସାଇଟୋଲଜି ସେକ୍ସନର ୨ଟି ଯାକ ରୁମ୍ରେ ନିଆଁ ଲାଗିଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।