କଟକ ବଡ଼ ଡାକ୍ତରଖାନା ପରିସରରେ ଅଗ୍ନିକାଣ୍ଡ; ଜଳିଗଲା ଓମ୍‌ଫେଡ୍ ପାର୍ଲର

କଟକ (ଓଡ଼ିଶା ରିପୋର୍ଟର): କଟକ ବଡ଼ ଡାକ୍ତରଖାନା ପୁଣି ଥରେ ଅଗ୍ନିକାଣ୍ଡ ଘଟିଛି। ମେଡିକାଲ୍‌ ପରିସରରେ ଥିବା ଏକ ଓମ୍‌ଫେଡ୍‌ ପାର୍ଲରରେ ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି। ଏଥିରେ ପାର୍ଲରରେ ଥିବା ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ମେଡିକାଲ୍‌ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଆସି ନିଆଁକୁ ଆୟତ୍ତ କରିଥିଲା। ତେବେ କେମିତି ନିଆଁ ଲାଗିଲା, ତାହା ଜଣାପଡ଼ିନି। ତେବେ କଟକ ବଡ଼ ମେଡିକାଲ୍‌ରେ ବାରମ୍ବାର ଅଗ୍ନିକାଣ୍ଡ ଘଟୁଥିବାରୁ ଏହାର ସୁରକ୍ଷା ଉପରେ […]

omfed

omfed

Jitendra Garnayak
  • Published: Wednesday, 17 April 2019
  • Updated: 17 April 2019, 10:39 AM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): କଟକ ବଡ଼ ଡାକ୍ତରଖାନା ପୁଣି ଥରେ ଅଗ୍ନିକାଣ୍ଡ ଘଟିଛି। ମେଡିକାଲ୍‌ ପରିସରରେ ଥିବା ଏକ ଓମ୍‌ଫେଡ୍‌ ପାର୍ଲରରେ ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି। ଏଥିରେ ପାର୍ଲରରେ ଥିବା ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି।

fire1ମେଡିକାଲ୍‌ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଆସି ନିଆଁକୁ ଆୟତ୍ତ କରିଥିଲା। ତେବେ କେମିତି ନିଆଁ ଲାଗିଲା, ତାହା ଜଣାପଡ଼ିନି।

fire2ତେବେ କଟକ ବଡ଼ ମେଡିକାଲ୍‌ରେ ବାରମ୍ବାର ଅଗ୍ନିକାଣ୍ଡ ଘଟୁଥିବାରୁ ଏହାର ସୁରକ୍ଷା ଉପରେ ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଗତ ମାସରେ ଏହି ମେଡିକାଲର ପାଥୋଲୋଜି ବିଭାଗର ସାଇଟୋଲଜି ସେକ୍ସନର ୨ଟି ଯାକ ରୁମ୍‌ରେ ନିଆଁ ଲାଗିଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story