ବ୍ୟାଙ୍କ ଅଫ୍ ଇଣ୍ଡିଆରେ ଅଗ୍ନିକାଣ୍ଡ

ଭଞ୍ଜନଗର (ପ୍ରଦୀପ କୁମାର ସ୍ୱାଇଁ): ଗଞ୍ଜାମ ଜିଲ୍ଲା ପାଇଲିପଡ଼ା ସ୍ଥିତ ବ୍ୟାଙ୍କ ଅଫ୍ ଇଣ୍ଡିଆ ଶାଖାରେ ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗିଯାଇଥିଲା। ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସର୍ଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ନିଆଁ ଲାଗି ବ୍ୟାଙ୍କର ଅନେକ କମ୍ପୁଟର ଓ ଆସବାବପତ୍ର ନଷ୍ଟ ହୋଇଯାଇଛି। ଗତକାଲି ଜଗତସିଂହପୁର ଜିଲ୍ଲା ରଘୁନାଥପୁର ବ୍ଲକ୍ ଅନ୍ତର୍ଗତ ରାଉତନୂଆଗାଁରେ ଅଗ୍ନିକାଣ୍ଡ ଘଟି ଜଣେ କଲେଜ ଛାତ୍ରୀ ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ […]

bankofindia

bankofindia

Jitendra Garnayak
  • Published: Thursday, 10 January 2019
  • Updated: 10 January 2019, 10:11 AM IST

Sports

Latest News

ଭଞ୍ଜନଗର (ପ୍ରଦୀପ କୁମାର ସ୍ୱାଇଁ): ଗଞ୍ଜାମ ଜିଲ୍ଲା ପାଇଲିପଡ଼ା ସ୍ଥିତ ବ୍ୟାଙ୍କ ଅଫ୍ ଇଣ୍ଡିଆ ଶାଖାରେ ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗିଯାଇଥିଲା। ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ସର୍ଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ନିଆଁ ଲାଗି ବ୍ୟାଙ୍କର ଅନେକ କମ୍ପୁଟର ଓ ଆସବାବପତ୍ର ନଷ୍ଟ ହୋଇଯାଇଛି।

ଗତକାଲି ଜଗତସିଂହପୁର ଜିଲ୍ଲା ରଘୁନାଥପୁର ବ୍ଲକ୍ ଅନ୍ତର୍ଗତ ରାଉତନୂଆଗାଁରେ ଅଗ୍ନିକାଣ୍ଡ ଘଟି ଜଣେ କଲେଜ ଛାତ୍ରୀ ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ ଦୁଇ ବଖରା ଘର ପୋଡ଼ି ଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story