ଏସ୍‌ବିଆଇରେ ଅଗ୍ନିକାଣ୍ଡ; ତୃତୀୟ ମହଲାରେ ହୁତୁହୁତୁ ହୋଇ ଜଳିଲା ନିଆଁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ବାପୁଜୀନଗର ସ୍ଥିତ ଷ୍ଟେଟ ବ୍ୟାଙ୍କରେ ଅଗ୍ନିକାଣ୍ଡ। ଆଜି ଭୋର୍ ପ୍ରାୟ ୫ଟା ବେଳେ ବ୍ୟାଙ୍କର ତୃତୀୟ ମହଲାରେ ନିଆଁ ଲାଗି ଯାଇଥିଲା। ଖବର ପାଇବା ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ମିଳିଥିବା ସୂଚନା ଅନୁଯାୟୀ, ଏହି ଅଗ୍ନିକାଣ୍ଡ ଯୋଗୁ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ଯାଇଥିବା କୁହାଯାଇଛି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ିନାହିଁ। ତେବେ ବିଦ୍ୟୁତ୍ ସର୍ଟ ସର୍କିଟ୍ ଯୋଗୁ ଏହା ହୋଇଥାଇପାରେ ବୋଲି କୁହାଯାଉଛି। କ୍ଷୟକ୍ଷତିର ପ୍ରକୃତ […]

fire

fire

Jyoshna Pradhan
  • Published: Saturday, 10 November 2018
  • Updated: 10 November 2018, 08:24 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ବାପୁଜୀନଗର ସ୍ଥିତ ଷ୍ଟେଟ ବ୍ୟାଙ୍କରେ ଅଗ୍ନିକାଣ୍ଡ। ଆଜି ଭୋର୍ ପ୍ରାୟ ୫ଟା ବେଳେ ବ୍ୟାଙ୍କର ତୃତୀୟ ମହଲାରେ ନିଆଁ ଲାଗି ଯାଇଥିଲା।

ଖବର ପାଇବା ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ମିଳିଥିବା ସୂଚନା ଅନୁଯାୟୀ, ଏହି ଅଗ୍ନିକାଣ୍ଡ ଯୋଗୁ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ଯାଇଥିବା କୁହାଯାଇଛି।

ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ିନାହିଁ। ତେବେ ବିଦ୍ୟୁତ୍ ସର୍ଟ ସର୍କିଟ୍ ଯୋଗୁ ଏହା ହୋଇଥାଇପାରେ ବୋଲି କୁହାଯାଉଛି।

କ୍ଷୟକ୍ଷତିର ପ୍ରକୃତ ପରିମାଣ ଜଣାପଡ଼ି ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story