କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ

କେନ୍ଦ୍ରାପଡ଼ା(ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନିଆଁ। ଡାକ୍ତରଖାନାର ଶିଶୁ ବିଭାଗରେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି।  ନିଆଁ ଲାଗିବା ଦେଖି ସେଠାରେ ଆତଙ୍କ ଖେଳିଯାଇଥିଲା। ନିଆଁ ଲାଗିଥିବା ୱାର୍ଡରୁ ସମସ୍ତେ ବାହାରକୁ ବାହାରି ଆସିଥିଲେ। ପରେ ଅଗ୍ନିଶମ ବିଭାଗ ଖବର ପାଇ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ତେବେ ଅଗ୍ନିକାଣ୍ଡରେ କାହାର କିଛି କ୍ଷତି ହୋଇନଥିବା ସୂଚନା ମିଳିଛି।

medical

Rakesh Mallick
  • Published: Saturday, 28 April 2018
  • , Updated: 28 April 2018, 04:11 PM IST

Related story