କଟକ ବଡ଼ ଡାକ୍ତରଖାନାରେ ଅଗ୍ନିକାଣ୍ଡ

କଟକ (ଓଡ଼ିଶା ରିପୋର୍ଟର): କଟକ ବଡ଼ ଡାକ୍ତରଖାନାର ଆଜି ଅଗ୍ନିକାଣ୍ଡ ଘଟିଛି। ଡାକ୍ତରଖାନାର ହେପାଟୋଲୋଜି ବିଭାଗରେ ନିଆଁ ଲାଗି ଯାଇଥିଲା। ଏସିରୁ ସର୍ଟ ସର୍କିଟ୍ ହୋଇ ନିଆଁ ଲାଗିଥିଲା ବୋଲି ଜଣାପଡ଼ିଛି। ତେବେ ନିଆଁକୁ ଆୟତ୍ତ କରାଯାଇଛି। ଏଥିରେ କାହାର କିଛି ହୋଇନି। ସବୁ ରୋଗୀଙ୍କୁ ସୁରକ୍ଷିତ ଭାବେ ବାହାରକୁ ଅଣାଯାଇଥିଲା।

firemishap

Jitendra Garnayak
  • Published: Wednesday, 21 November 2018
  • , Updated: 21 November 2018, 02:22 PM IST

Related story