୮ ପରିବାରର ୧୧ ବଖରା ଘର ଜଳିଗଲା

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ବ୍ଲକ୍ ଅନ୍ତର୍ଗତ ସିକୋ ଗାଁରେ ଆଜି ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୮ଟି ପରିବାରର ୧୧ ବଖରା ଘର ଜଳି ଯାଇଛି। ରାଜକନିକାରୁ ୨ଟି ଅଗ୍ନିଶମ ଗାଡ଼ି ଆସି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ବିଦ୍ୟୁତ୍‌ ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପାଉଁଶ ହୋଇଯାଇଛି।

ali fire

Rakesh Mallick
  • Published: Sunday, 30 April 2017
  • , Updated: 30 April 2017, 11:09 PM IST

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ବ୍ଲକ୍ ଅନ୍ତର୍ଗତ ସିକୋ ଗାଁରେ ଆଜି ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୮ଟି ପରିବାରର ୧୧ ବଖରା ଘର ଜଳି ଯାଇଛି। ରାଜକନିକାରୁ ୨ଟି ଅଗ୍ନିଶମ ଗାଡ଼ି ଆସି ନିଆଁକୁ ଆୟତ୍ତ କରିଥିଲେ।

ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ବିଦ୍ୟୁତ୍‌ ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପାଉଁଶ ହୋଇଯାଇଛି।

Related story