କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା, ଫାୟାର ସେଫ୍ଟି ଲାଇସେନ୍ସ ନଥିଲା

କଟକ(ଓଡ଼ିଶା ରିପୋର୍ଟର): କଟକ ଜଗତପୁର ସଦ୍‌ଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଲେ ଚିଫ୍ ଫାୟାର ଅଫିସର ସୁକାନ୍ତ ସେଠୀ। ସଦଗୁରୁ ହସ୍ପିଟାଲର ଫାୟାର ସେଫ୍ଟି ଲାଇସେନ୍ସ ନଥିଲା । ସଦଗୁରୁ ହସ୍ପିଟାଲକୁ ଫାୟାର ଲାଇସେନ୍ସ ଦିଆଯାଇନାହିଁ। ଲାଇସେନ୍ସ ମିଳିବା ନେଇ ସେମାନଙ୍କର କିଛି ଅସୁବିଧା ରହିଥିଲା । ଇନ୍ସପେକ୍ସନ କରାଯାଇଥିଲା, ଅସୁବିଧା ଦୂର ପାଇଁ କୁହାଯାଇଥିଲା । ଆବଶ୍ୟକ ବ୍ୟବସ୍ଥା କରିବାକୁ ହସ୍ପିଟାଲକୁ ନୋଟିସ କରାଯାଇଥିଲା। ବ୍ୟବସ୍ଥା କରିପାରିନଥିବାରୁ ଲାଇସେନ୍ସ ଦିଆଯାଇନାହିଁ। ତେବେ […]

78901

78901

Tapas Behera
  • Published: Monday, 21 September 2020
  • Updated: 21 September 2020, 05:22 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): କଟକ ଜଗତପୁର ସଦ୍‌ଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଲେ ଚିଫ୍ ଫାୟାର ଅଫିସର ସୁକାନ୍ତ ସେଠୀ। ସଦଗୁରୁ ହସ୍ପିଟାଲର ଫାୟାର ସେଫ୍ଟି ଲାଇସେନ୍ସ ନଥିଲା । ସଦଗୁରୁ ହସ୍ପିଟାଲକୁ ଫାୟାର ଲାଇସେନ୍ସ ଦିଆଯାଇନାହିଁ। ଲାଇସେନ୍ସ ମିଳିବା ନେଇ ସେମାନଙ୍କର କିଛି ଅସୁବିଧା ରହିଥିଲା । ଇନ୍ସପେକ୍ସନ କରାଯାଇଥିଲା, ଅସୁବିଧା ଦୂର ପାଇଁ କୁହାଯାଇଥିଲା । ଆବଶ୍ୟକ ବ୍ୟବସ୍ଥା କରିବାକୁ ହସ୍ପିଟାଲକୁ ନୋଟିସ କରାଯାଇଥିଲା। ବ୍ୟବସ୍ଥା କରିପାରିନଥିବାରୁ ଲାଇସେନ୍ସ ଦିଆଯାଇନାହିଁ। ତେବେ ଆଜି ସେମାନଙ୍କର ଅଗ୍ନି ନିରାପତ୍ତା ବ୍ୟବସ୍ଥା କାମ କରିଥିଲା । ନିରାପତ୍ତା ବ୍ୟବସ୍ଥା କାମ କରିବାରୁ ନିଆଁ ବେଶି ବ୍ୟାପିନଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story