ଜଳିଗଲା ୫ ବଖରା ଘର

ଭଦ୍ରକ(ତପନ ସ୍ୱାଇଁ):ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ୍‌ ଅନ୍ତର୍ଗତ ଆଗେଇବେହେରା ଗାଁରେ ଅଗ୍ନିକାଣ୍ଡ ଘଟି ପାଞ୍ଚ ବଖରା ଘର ଜଳି ପାଉଁଶ ହୋଇଯାଇଛି। ଭଣ୍ଡାରିପୋଖରୀ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଅଗ୍ନିକାଣ୍ଡରେ ହାଡିବନ୍ଧୁ  ସାହୁ ଓ କାହ୍ନୁ  ଚରଣ  ସାହୁଙ୍କର ପାଞ୍ଚବଖରା ପୋଡ଼ି ଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଗତକାଲି ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି।

89

Tapas Behera
  • Published: Saturday, 09 February 2019
  • , Updated: 09 February 2019, 11:07 AM IST

ଭଦ୍ରକ(ତପନ ସ୍ୱାଇଁ):ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ୍‌ ଅନ୍ତର୍ଗତ ଆଗେଇବେହେରା ଗାଁରେ ଅଗ୍ନିକାଣ୍ଡ ଘଟି ପାଞ୍ଚ ବଖରା ଘର ଜଳି ପାଉଁଶ ହୋଇଯାଇଛି। ଭଣ୍ଡାରିପୋଖରୀ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା।

ଅଗ୍ନିକାଣ୍ଡରେ ହାଡିବନ୍ଧୁ  ସାହୁ ଓ କାହ୍ନୁ  ଚରଣ  ସାହୁଙ୍କର ପାଞ୍ଚବଖରା ପୋଡ଼ି ଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଗତକାଲି ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି।

Related story