ପ୍ଲାଷ୍ଟିକ୍ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସଂପତ୍ତି ନଷ୍ଟ

ସୋର(ଶଶିକାନ୍ତ ବେହେରା):ବାଲେଶ୍ୱର ଜିଲ୍ଲା ସିମୁଳିଆ ବ୍ଲକ୍ ଅନ୍ତର୍ଗତ କହ୍ନେଇବିନ୍ଧା ପଞ୍ଚାୟତର ତିରୁଖା ଗାଁର ଥିବା ଶ୍ୟାମ ସୁନ୍ଦର ଦାସଙ୍କ ପ୍ଲାଷ୍ଟିକ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ନିଆଁରେ ଲକ୍ଷାଧିକ ଟଙ୍କାର ସଂପତ୍ତି ନଷ୍ଟ ହୋଇଯାଇଛି। ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ସର୍ଟ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ କେହି ମୃତାହତ ହୋଇନାହାନ୍ତି।

fire,,,,,,,,,,,,,,,,

fire,,,,,,,,,,,,,,,,

Tapaswini Nayak
  • Published: Wednesday, 24 April 2019
  • Updated: 24 April 2019, 08:42 AM IST

Sports

Latest News

ସୋର(ଶଶିକାନ୍ତ ବେହେରା):ବାଲେଶ୍ୱର ଜିଲ୍ଲା ସିମୁଳିଆ ବ୍ଲକ୍ ଅନ୍ତର୍ଗତ କହ୍ନେଇବିନ୍ଧା ପଞ୍ଚାୟତର ତିରୁଖା ଗାଁର ଥିବା ଶ୍ୟାମ ସୁନ୍ଦର ଦାସଙ୍କ ପ୍ଲାଷ୍ଟିକ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ନିଆଁରେ ଲକ୍ଷାଧିକ ଟଙ୍କାର ସଂପତ୍ତି ନଷ୍ଟ ହୋଇଯାଇଛି। ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି।

ସର୍ଟ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ କେହି ମୃତାହତ ହୋଇନାହାନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos