ଲିଙ୍ଗରାଜ ମନ୍ଦିର ନିକଟ ମାର୍କେଟରେ ଜଳିଗଲା ପୂଜା ସାମଗ୍ରୀ ଦୋକାନ

<p>ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): &nbsp;ଭୁବନେଶ୍ୱର ସ୍ଥିତ ଲିଙ୍ଗରାଜ ମନ୍ଦିର ନିକଟ ମାର୍କେଟରେ ନିଆଁ ଲାଗିଯାଇଛି। ଅଗ୍ନିକାଣ୍ଡରେ ଏକ ପୂଜାସାମଗ୍ରୀ ଦୋକାନ ଜଳିଯାଇଛି। ୨ଟି ଦମକଳ ବାହିନୀ ଘଟଣାସ୍ଥଳରେ ନିଆଁ&nbsp; ଲିଭାଉଛନ୍ତି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ସଟ୍&zwnj;ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରଯାଉଛି।&nbsp; ଦୋକାନରେ ଘିଅ, ତେଲ ଓ କପୂର&nbsp; ଥିବାରୁ ନିଆଁ&nbsp; ଶୀଘ୍ର ବ୍ୟାପି ଯାଇଥିଲା। ପ୍ରାୟ ଲକ୍ଷାଧିକ ଟଙ୍କାର ପୂଜାସାମଗ୍ରୀ ଜଳିଯାଇଥିବା ଅନୁମାନ କରାଯାଉଛି।</p>

Ordigital Desk
  • Published: Tuesday, 06 March 2018
  • Updated: 06 March 2018, 09:06 AM IST

Sports

Latest News

<p>ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): &nbsp;ଭୁବନେଶ୍ୱର ସ୍ଥିତ ଲିଙ୍ଗରାଜ ମନ୍ଦିର ନିକଟ ମାର୍କେଟରେ ନିଆଁ ଲାଗିଯାଇଛି। ଅଗ୍ନିକାଣ୍ଡରେ ଏକ ପୂଜାସାମଗ୍ରୀ ଦୋକାନ ଜଳିଯାଇଛି। ୨ଟି ଦମକଳ ବାହିନୀ ଘଟଣାସ୍ଥଳରେ ନିଆଁ&nbsp; ଲିଭାଉଛନ୍ତି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ସଟ୍&zwnj;ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରଯାଉଛି।&nbsp; ଦୋକାନରେ ଘିଅ, ତେଲ ଓ କପୂର&nbsp; ଥିବାରୁ ନିଆଁ&nbsp; ଶୀଘ୍ର ବ୍ୟାପି ଯାଇଥିଲା। ପ୍ରାୟ ଲକ୍ଷାଧିକ ଟଙ୍କାର ପୂଜାସାମଗ୍ରୀ ଜଳିଯାଇଥିବା ଅନୁମାନ କରାଯାଉଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos