ଜଳିଗଲା କେମିକାଲ୍‌ ଟ୍ୟାଙ୍କର

ଖୋର୍ଦ୍ଧା (ବଳରାମ ଲେଙ୍କା): ଗତକାଲି ବିଳମ୍ୱିତ ରାତିରେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବାଇପାସ୍‌ରେ ୧୬ ନମ୍ୱର ଜାତୀୟ ରାଜପଥରେ ଏକ ଚଳନ୍ତା କେମିକାଲ୍‌ ଟ୍ୟାଙ୍କର ଜଳି ଯାଇଛି। ଖବର ପାଇ ଟାଙ୍ଗୀ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।fair

ଏଥିରେ ଟ୍ୟାଙ୍କର ଡ୍ରାଇଭର ଓ ହେଲପର୍ ଗୁରୁତର ହୋଇଛନ୍ତି।  ଉଭୟଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଟ୍ୟାଙ୍କରଟି ପାରାଦୀପରୁ ବ୍ରହ୍ମପୁର ଯାଉଥିଲା। ତେବେ ଟାଙ୍ଗୀ ପୁଲିସ୍‌ ଟ୍ୟାଙ୍କରଟିକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ

ବିଜେଡି ବିରୁଦ୍ଧରେ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହେଲା କଂଗ୍ରେସ

ଭୁବନେଶ୍ୱରରେ ସରିଲା, ଦଶହରା ପରେ କଟକ ଓ ପୁରୀରେ ସେରୋ ସର୍ଭେ

ପୁଣି ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହେଲା ବିଜେପି

କଂଗ୍ରେସକୁ ବିଜୟମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ

ପୋଖରୀକୁ ଯାଇ ବୁଡ଼ିଗଲେ ୨ ଭଉଣୀ

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ, ସାମିଲ ହେଲେ ୧୫ ଟିମ୍‌

କାର୍ତ୍ତିକ ମାସରୁ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

ପାର୍ବଣରେ ବଢ଼ିପାରେ କରୋନା ସଂକ୍ରମଣ, ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ

କାମରେ ଲାଗୁନି ଉଠା ଜଳସେଚନ ପ୍ରକଳ୍ପ, କାହିଁକି ତିଆରି କରିଥିଲେ ସରକାର?

ନିଆଁରେ ପୋଡ଼ି ୨ ମହିଳା ଗୁରୁତର

ସ୍ଵ।ଭିମାନ ଅଞ୍ଚଳରୁ ଲ୍ୟାଣ୍ଡମାଇନ୍ ଓ ଟିଫିନ୍ ବୋମା ଜବତ

ଓଜେଇଇ ପରୀକ୍ଷା ଦେବେ ଦୁର୍ଘଟଣାଗ୍ରସ୍ତ ଛାତ୍ରଛାତ୍ରୀ