ଧାମରା ବନ୍ଦରରେ ଅଗ୍ନିକାଣ୍ଡ

ଚାନ୍ଦବାଲି (ବାସୁଦେବ ଦାସ): ଭଦ୍ରକ ଜିଲ୍ଲା ଧାମରା ବନ୍ଦରର ନୂଆ ଟର୍ମିନାଲରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ନିଆଁରେ ଗଚ୍ଛିତ ସ୍ଲାବ ଓ ଅନ୍ୟାନ୍ୟ ସାମଗ୍ରୀ ଜଳିଯାଇଛି। ଖବର ପାଇ ଦୁଇଟି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ହେଲେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣା ପଡ଼ିନାହିଁ। ଗ୍ୟାସ୍ ଲିକ୍ ହେବା ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ତେବେ ଏଥିରେ କୌଣସି କର୍ମଚାରୀଙ୍କ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିନାହିଁ।

fire9

fire9

Tapaswini Nayak
  • Published: Monday, 02 March 2020
  • Updated: 02 March 2020, 08:42 AM IST

ଚାନ୍ଦବାଲି (ବାସୁଦେବ ଦାସ): ଭଦ୍ରକ ଜିଲ୍ଲା ଧାମରା ବନ୍ଦରର ନୂଆ ଟର୍ମିନାଲରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ନିଆଁରେ ଗଚ୍ଛିତ ସ୍ଲାବ ଓ ଅନ୍ୟାନ୍ୟ ସାମଗ୍ରୀ ଜଳିଯାଇଛି।

ଖବର ପାଇ ଦୁଇଟି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ହେଲେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣା ପଡ଼ିନାହିଁ। ଗ୍ୟାସ୍ ଲିକ୍ ହେବା ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ତେବେ ଏଥିରେ କୌଣସି କର୍ମଚାରୀଙ୍କ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story